Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବ୍ୟକ୍ତିତ୍ୱ»ଓଡ଼ିଶାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ବ୍ୟକ୍ତିତ୍ୱ

ଓଡ଼ିଶାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

October 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର: ଓଡ଼ିଶାର ବରିଷ୍ଠ ନେତା ତଥା କେନ୍ଦ୍ରାପଡା ପୂର୍ବତନ ବିଧାୟକ ଶ୍ରୀ ଉତ୍କଳ କେଶରୀ ପରିଡାଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ସ୍ୱର୍ଗତଃ ପରିଡା ବିଭିନ୍ନ କ୍ରୀଡା ଓ ସମବାୟ ସଂଗଠନ ସହ ଜଡ଼ିତ ଥିଲେ।

ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରି ସାଲେପୁର କଲେଜର ଛାତ୍ର ସାଂସଦ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ସେ ଯୁବ ଓ ଛାତ୍ର ରାଜନୀତିର ଜଣେ ଅନନ୍ୟ ପ୍ରତିଭା ଥିଲେ। ସ୍ୱର୍ଗତଃ ପରିଡା କେନ୍ଦ୍ରାପଡ଼ା ଜିଲ୍ଲା ରାଜନୀତିରେ ନେତୃତ୍ୱ ନେବା ସହ ଏହି ନିର୍ବାଚନମଣ୍ଡଳୀରୁ ୨୦୦୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଜଣେ ସ୍ନେହୀ, ପରୋପକାରୀ ଓ ଦରଦୀ ମଣିଷ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଶୋକବ୍ୟକ୍ତ କରିଛନ୍ତି।

ସ୍ୱର୍ଗତଃ ପରିଡାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଏଭଳି ଦୁଃଖଦ ସମୟରେ ଶୋକସନ୍ତପ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡରେ ରହସ୍ୟମୟ ଜ୍ୱର: ୧୫ ଦିନରେ ୧୦ ମୃତ, ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ନିର୍ଦ୍ଦେଶ

October 15, 2025

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅନୁଭବ ମହାନ୍ତି, ହେଲେ ସେ କେଉଁ ବିଷୟରେ କଥା ହେଲେ ଜାଣନ୍ତି ?

October 15, 2025

ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍ ବାତିଲ ଯୋଗୁଁ ଭାରତକୁ କ୍ଷତି ନା ଲାଭ?: ଦେଖନ୍ତୁ ମହିଳା ବିଶ୍ୱକପ୍ ପଏଣ୍ଟ ଟେବୁଲ

October 15, 2025

Bihar Election: ଟଙ୍କା ଦେନନେଣକୁ ତୀକ୍ଷ୍ମ ନଜର ରଖିବା ପାଇଁ ଇସିଆଇ ର କଡା ନିର୍ଦ୍ଦେଶ, ଜବତ ହେଲାଣି 34 କୋଟି

October 15, 2025
Latest News

ଉତ୍ତରାଖଣ୍ଡରେ ରହସ୍ୟମୟ ଜ୍ୱର: ୧୫ ଦିନରେ ୧୦ ମୃତ, ସ୍ୱାସ୍ଥ୍ୟ ବିଭାଗର ତଦନ୍ତ ନିର୍ଦ୍ଦେଶ

October 15, 2025

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅନୁଭବ ମହାନ୍ତି, ହେଲେ ସେ କେଉଁ ବିଷୟରେ କଥା ହେଲେ ଜାଣନ୍ତି ?

October 15, 2025

ଶ୍ରୀଲଙ୍କା-ନ୍ୟୁଜିଲାଣ୍ଡ ମ୍ୟାଚ୍ ବାତିଲ ଯୋଗୁଁ ଭାରତକୁ କ୍ଷତି ନା ଲାଭ?: ଦେଖନ୍ତୁ ମହିଳା ବିଶ୍ୱକପ୍ ପଏଣ୍ଟ ଟେବୁଲ

October 15, 2025

Bihar Election: ଟଙ୍କା ଦେନନେଣକୁ ତୀକ୍ଷ୍ମ ନଜର ରଖିବା ପାଇଁ ଇସିଆଇ ର କଡା ନିର୍ଦ୍ଦେଶ, ଜବତ ହେଲାଣି 34 କୋଟି

October 15, 2025

ବିହାର ନିର୍ବାଚନ: କଂଗ୍ରେସ ଏବଂ ଆରଜେଡି ମଧ୍ୟରେ ବଢୁଛି ବିବାଦ, ଚୂଡ଼ାନ୍ତ ହୋଇପାରୁନି ଆସନ ବଣ୍ଟନ ନିଷ୍ପତ୍ତି

October 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.