Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି କାମ କଲେ ଆପଣଙ୍କର ବୃଦ୍ଧି ପାଇବ ସମ୍ମାନ: ଜାଣନ୍ତୁ ଚାଣକ୍ୟ ନୀତି
ଆଜିର ଖବର

ଏହି କାମ କଲେ ଆପଣଙ୍କର ବୃଦ୍ଧି ପାଇବ ସମ୍ମାନ: ଜାଣନ୍ତୁ ଚାଣକ୍ୟ ନୀତି

January 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଜଣେ ମଣିଷ ଜୀବନ କାଳ ମଧ୍ୟରେ କଣ କଲେ ତାହାର ସମ୍ମାନ ବୃଦ୍ଧି ପାଇବ। ଚାଣକ୍ୟଙ୍କ ହିସାବରେ ଯଦି ଜଣେ ସମାସ୍କନ୍ଧ ବ୍ୟକ୍ତିଙ୍କ ସହିତ ବନ୍ଧୁତ୍ବ ସ୍ଥାପନ କରନ୍ତି ତେବେ ତାହା ଶୋଭା ପାଇବ। ସେମାନଙ୍କ ମଧ୍ୟରେ ଭଲ ଭାବର ଆଦାନ ପ୍ରଦାନ ହୋଇପାରିବ। ସେହିପରି ଜଣେ ସରକାର ବା ରାଜାଙ୍କ ସେବା କରିବା ସବୁଠାରୁ ଭଲ, ସମ୍ମାନ ଅଛି। କାରଣ ଏହିମାନଙ୍କ ପାଖରେ କାମ କଲେ ଆପଣଙ୍କର ଜୀବୀକା ହରାଇବାର ସମ୍ଭାବନା କମ ଥାଏ।

ସେହିପରି ଚାଣକ୍ୟ କହିଛନ୍ତି ଯେ, ବ୍ୟବସାୟ କ୍ଷେତ୍ରରେ ଯଦି ଆପଣ ଉପଯୁକ୍ତ ବ୍ୟବହାର ପ୍ରଦର୍ଶନ କରନ୍ତି ତେବେ ତାହା ଦ୍ବାରା ସମ୍ମାନ ଓ ବ୍ୟବସାୟ ବଢିବ। ସାଧାରଣତଃ ବ୍ୟବସାୟ କଲେ ସମସ୍ତ ଜାତିଧର୍ମବର୍ଣ୍ଣ ନିର୍ବିଶେଷରେ ସମାନ ବ୍ୟବହାର ପ୍ରଦର୍ଶନ କରିବା ଉଚିତ। କାରଣ ସେମାନେ ହିଁ ଆପଣଙ୍କର ବ୍ୟବସାୟକୁ ଆଗକୁ ନେବେ।

ସେହିପରି ଗୁଣବତୀ ସ୍ତ୍ରୀର ବ୍ୟବହାର ଘରର ଶୋଭା ବୃଦ୍ଧି କରିଥାଏ। କାରଣ ତାଙ୍କ ସହିତ ମିଳାମିଶା କଲେ ତାଙ୍କର ଉଚିତ ବ୍ୟବହାର ସାଇପଡିଶାଙ୍କ ଦ୍ବାରା ପ୍ରଶଂସିତ ହୋଇଥାଏ। ସେଥିପାଇଁ ଯେଉଁ ସ୍ତ୍ରୀର ଗୁଣ ଭଲ ସେ ସବୁବେଳେ ପ୍ରିୟଭାଜନ ହୋଇଥାଏ।

ଚାଣକ୍ୟ ନୀତି ବୃଦ୍ଧି ପାଇବ ସମ୍ମାନ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026
Latest News

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗଲୱାନ ସଂଘର୍ଷ ପରେ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିବେ ସି ଜିନପିଙ୍ଗ

July 31, 2026

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁଙ୍କୁ ହତ୍ୟା ଷଡଯନ୍ତ୍ର!: ଜୈଶ ଆତଙ୍କବାଦୀ ଗିରଫ

July 31, 2026

Odisha CM Meets Amit Shah: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

July 31, 2026

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.