Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଂଜାମ ରାମଚଣ୍ଡୀ ମନ୍ଦିରରେ ପ୍ରତିଷ୍ଠା ଓ ଯଜ୍ଞୋତ୍ସବ: କଳସ ଯାତ୍ରାରେ ଯୋଗ ଦେଲେ ଏକ ହଜାର ମହିଳା
ଆଜିର ଖବର

ଗଂଜାମ ରାମଚଣ୍ଡୀ ମନ୍ଦିରରେ ପ୍ରତିଷ୍ଠା ଓ ଯଜ୍ଞୋତ୍ସବ: କଳସ ଯାତ୍ରାରେ ଯୋଗ ଦେଲେ ଏକ ହଜାର ମହିଳା

February 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ଛତ୍ରପୁର: ଛତ୍ରପୁର ନିକଟସ୍ଥ ଗଂଜାମ ବ୍ଳକ ଅନ୍ତର୍ଗତ ନୀଳାଦ୍ରିପୁର ପଞ୍ଚାୟତର କରପଡା ଗ୍ରାମ ତଥା ପୁଣ୍ୟତୋୟା ରୁଷିକୁଲୟା ନଦୀ ତଟ ଧଡାହଡା ପାହାଡ଼ ଉପରେ ଅବସ୍ଥିତ ପୁରାଣ ପ୍ରସିଦ୍ଧ ମାଁ ରାମଚଣ୍ଡୀ ଠାକୁରାଣୀଙ୍କ ବହୁ ପୁରାତନ ମନ୍ଦିରର ଜୀର୍ଣ୍ଣୋଦ୍ଧାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଏହି କାର୍ଯ୍ୟକ୍ରମ ଅବସରରେ ନୂତନ ମନ୍ଦିର, ପ୍ରାସାଦ, ପାର୍ଶ୍ଵ ଦେବଦେବୀଙ୍କର ବିଗ୍ରହ ପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି। ଗତକାଲି ମଙ୍ଗଳବାର ପୁର୍ବାହ୍ନରେ ଏକ ହଜାର ମହିଳାଙ୍କ ଦ୍ଵାରା କଳସ ଯାତ୍ରା ସହିତ ପ୍ରତିଷ୍ଠା ନୀତି ନିୟମ ଅନୁଯାୟୀ କାର୍ଯକ୍ରମ ଆରମ୍ଭ ହୋଇଛି।

ଆଜିଠାରୁ ନାମଯଜ୍ଞ, ଘ୍ରୁତଯଜ୍ଞ, ଅନ୍ନଯଜ୍ଞ ଓ ଚତୂଃବେଦ ନୀତି କାର୍ଯକ୍ରମ ଆରମ୍ଭ ହୋଇଛି ଓ ମନ୍ଦିର କମିଟି, ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ସହଯୋଗରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବହୁ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଲାଗିଛି।

କଳସ ଯାତ୍ରା ଛତ୍ରପୁର ରାମଚଣ୍ଡୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଆଇନ୍ ମନ୍ତ୍ରୀଙ୍କୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ

October 17, 2026

ଗଣତନ୍ତ୍ର ବଂଚାଓ ଆଳରେ ଦେଶରେ ଅରାଜକତା ସୃଷ୍ଟି କରୁଛନ୍ତି ରାହୁଲ ଗାନ୍ଧୀ: ସ୍ମୃତି ପଟ୍ଟନାୟକ

October 17, 2026
Latest News

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.