Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ବାଲୁକା ଶାନ୍ତା କ୍ଲଜ
ଆଜିର ଖବର

ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ବାଲୁକା ଶାନ୍ତା କ୍ଲଜ

December 24, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Christmas
ପୁରୀ ବେଳାଭୂମିରେ ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ବାଲୁକା ଶାନ୍ତା କ୍ଲଜ

ପୁରୀ: ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଚଳିତ ଖ୍ରୀଷ୍ଟମାସ ଉପଲକ୍ଷେ ଶାନ୍ତା କ୍ଲଜ ର ବାଲୁକା କଳା ନିର୍ମାଣ କରିଛନ୍ତି। ପୁରୀର ସ୍ୱର୍ଣିଭ ବେଳାଭୂମିରେ ଏହି ବାଲୁକା ଶାନ୍ତା କ୍ଲଜ ପର୍ଯ୍ୟଟକଙ୍କୁ ବେଶ ଆକର୍ଷିତ କରୁଛି। ଏହା ନିର୍ମାଣ କରି ସେ ସାରା ବିଶ୍ୱ କୁ ଶାନ୍ତି ର ବାର୍ତ୍ତା ପ୍ରଚାର ଏବଂ ପ୍ରସାର କରିବା ସହିତ ଦେଶ ଦେଶ ମଧ୍ୟରେ ସୁସମ୍ପର୍କ ସ୍ଥାପନର ବାର୍ତ୍ତା ଦେଉଥିବାର ଦୃଶ୍ୟ ବାଲୁକା କଳା ମାଧ୍ୟମରେ ଦର୍ଶାଇଛନ୍ତି।

ମାନସ ସାହୁ ସ୍ୟାଣ୍ଡ ଆର୍ଟ ପାର୍କ ରେ ଏଥର ବିଭିନ୍ନ ସଚେତନତା ଭିର୍ତ୍ତିକ ଆନ୍ତର୍ଜାତିକମାନ ର ବାଲୁକା କଳାମାନ କରାଯାଇଛି। ସର୍ବସାଧାରଣ ଏହି ସ୍ୟାଣ୍ଡ ଆର୍ଟ ପାର୍କ ରେ ଥିବା ବାଲୁକା କଳା କୁ ଉପଭୋଗ କରୁଛନ୍ତି।

Christmas Santa Claus ଖ୍ରୀଷ୍ଟମାସ
Share. Facebook Twitter LinkedIn Email WhatsApp Copy Link

Related Posts

ଭିଣୋଇଙ୍କୁ ମରଣାନ୍ତକ ଆକ୍ରମଣ, ୫୦ ହଜାର ଟଙ୍କା ଲୁଟ୍‌ ଅଭିଯୋଗ

August 27, 2026

ରାଖୀ ବାନ୍ଧିବାକୁ ଅପେକ୍ଷା କରିଥିଲା ଭଉଣୀ, ବାଟରେ ଭାଇଙ୍କୁ ଚଢ଼ିଗଲା ଟ୍ରାକ୍ଟର

August 27, 2026

ବର୍ଷା ସାଜିବ ଖଳନାୟକ!: ଭାରତର WTC ଫାଇନାଲ୍ ପାଇଁ ଏହା କେତେ ଗୁରୁତ୍ୱପୂର୍ଣ୍ଣ?

August 27, 2026

ବରଫ ତଳେ ବିପଦର ବିସ୍ଫୋରଣ: GLOF ନେଇ ବଢୁଛି ଚିନ୍ତା

August 27, 2026
Latest News

ଭିଣୋଇଙ୍କୁ ମରଣାନ୍ତକ ଆକ୍ରମଣ, ୫୦ ହଜାର ଟଙ୍କା ଲୁଟ୍‌ ଅଭିଯୋଗ

August 27, 2026

ରାଖୀ ବାନ୍ଧିବାକୁ ଅପେକ୍ଷା କରିଥିଲା ଭଉଣୀ, ବାଟରେ ଭାଇଙ୍କୁ ଚଢ଼ିଗଲା ଟ୍ରାକ୍ଟର

August 27, 2026

ବର୍ଷା ସାଜିବ ଖଳନାୟକ!: ଭାରତର WTC ଫାଇନାଲ୍ ପାଇଁ ଏହା କେତେ ଗୁରୁତ୍ୱପୂର୍ଣ୍ଣ?

August 27, 2026

ନୂତନ ଏଲପିଜି ସଂଯୋଗ ଉପରେ ଆଉ କେତେ ଦିନ ପ୍ରତିବନ୍ଧକ?: ଜାଣନ୍ତୁ

August 27, 2026

ବରଫ ତଳେ ବିପଦର ବିସ୍ଫୋରଣ: GLOF ନେଇ ବଢୁଛି ଚିନ୍ତା

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.