Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍ : ଦେଶରେ ଗତ ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ, ୪୪୨ମୃତ
ଆଜିର ଖବର

କରୋନା ଅପଡେଟ୍ : ଦେଶରେ ଗତ ୨୪ ଘଣ୍ଟାରେ ୩୦ ହଜାର ଆକ୍ରାନ୍ତ, ୪୪୨ମୃତ

December 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :ଦେଶରେ କରୋନା ସଂକ୍ରମଣ ହାର ଖସିବାରେ ଲାଗିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୬ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୪୪୨ ଜଣଙ୍କର ମୃତ୍ୟୁ ଘଟିଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନାର ସର୍ବମୋଟ ମାମଲା ୯୮ ଲକ୍ଷ ୨୬ ହଜାର ୭୭୫ରେ ପହଞ୍ଚିଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏକ ଲକ୍ଷ ୪୨ ହଜାର ୬୨୮ରେ ପହଞ୍ଚିଛି ।

ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ହାର ହ୍ରାସ ପାଇବାରେ ଲାଗିଛି । ଦେଶରେ ଏବେସୁଦ୍ଧା ୩ ଲକ୍ଷ ୫୯ ହଜାର ୮୧୯ ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ ୯୩ ଲକ୍ଷ ୨୪ ହଜାର ୩୨୮ ଜଣ ଲୋକ ସୁସ୍ଥ ହୋଇଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ କୋଟି ୧ ଲକ୍ଷ ୭୪ ହଜାର ୩୨୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୫୩ ଲକ୍ଷ ୨୭ ହଜାର ୩୦୨ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୩୨ ଲକ୍ଷ ୫୩ ହଜାର ୭୮୨ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୯୩ ହଜାର ୨୩୭ରେ ପହଞ୍ଚିଛି ।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.