Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୮ ଜଣ ଚିହ୍ନଟ ହୋଇଥିବାବେଳେ ୧୬୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ହଜାର ୭୫୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮ହଜାର ୬୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୨୧୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୦୨ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୯୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ସର୍ବାଧିକ ୪୭ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୬ ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ବୌଦ୍ଧରୁ ୧ଜଣ, କଟକରୁ ୨୪ଜଣ, ଦେଓଗଡରୁ ୫ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିହଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳରୁ ୨ ଜଣ , କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯ ଜଣ, ମାଲକାନଗିରି ଜିଲ୍ଲାରୁ ୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡରୁ  ୪୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026
Latest News

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.