Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେପି ନଡ୍ଡାଙ୍କୁ କରୋନା
ଆଜିର ଖବର

ଜେପି ନଡ୍ଡାଙ୍କୁ କରୋନା

December 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଖୋଦ୍ ନଡ୍ଡା ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ତାଙ୍କ ଭିତରେ କରୋନାର ଲକ୍ଷଣ ଦେଖା ଦେଇଥିଲା। ଯାହା ପରେ ସେ ନିଜର କୋଭିଡ୍ ଟେଷ୍ଟ କରାଇଥିଲେ, ଯେଉଁଥିରେ ରିପୋର୍ଟ ପଜିଟିଭ୍ ଆସିଛି। ନଡ୍ଡା କହିଛନ୍ତି ଯେ, ତାଙ୍କଠାରେ କରୋନା ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରାଇଥିଲେ । ରିପୋର୍ଟ ପଜିଟିଭ୍‌ ଆସିବା ପରେ ସେ ନିଜକୁ ହୋମ୍‌ ଆଇସୋଲେସନ୍‌ରେ ରହିଛନ୍ତି । ଡାକ୍ତରଙ୍କ ପରାମର୍ଶକୁ ଗ୍ରହଣ କରିଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ସେ କରୋନା ଟେଷ୍ଟ କରାଇବା ସହ ଆଇସୋଲେଟ୍‌ କରନ୍ତୁ ବୋଲି କହିଛନ୍ତି ।

कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है, डॉक्टर्स की सलाह पर होम आइसोलेशन में सभी दिशा- निर्देशो का पालन कर रहा हूँ। मेरा अनुरोध है, जो भी लोग गत कुछ दिनों में संपर्क में आयें हैं, कृपया स्वयं को आइसोलेट कर अपनी जाँच करवाएं।

— Jagat Prakash Nadda (@JPNadda) December 13, 2020

ସୂଚନାଯୋଗ୍ୟ, ନିକଟରେ ନଡ୍ଡା ପଶ୍ଚିମବଙ୍ଗ ଗସ୍ତ  କରିଥିଲେ । ନଡ୍ଡାଙ୍କ ସହଯୋଗୀ ଆଦିତ୍ୟ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026
Latest News

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.