Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଷ୍କର୍ମ ପରେ ପରୀକୁ ହତ୍ୟା !
ଆଜିର ଖବର

ଦୁଷ୍କର୍ମ ପରେ ପରୀକୁ ହତ୍ୟା !

December 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ନୟାଗଡର ବହୁ ଚର୍ଚ୍ଚିତ ପରୀ ହତ୍ୟାକାଣ୍ଡ ମାମଲାରେ ହାଇକୋର୍ଟରେ ମୃତ୍ୟୁ ତଦନ୍ତର ରିପୋର୍ଟ ଦାଖଲ ହୋଇଛି। କ୍ରାଇମବ୍ରଞ୍ଚର ଏସ୍‌ଆଇଟି ଟିମ୍‌ ଏହି ରିପୋର୍ଟ ଦାଖଲ କରିଛି ।  ହତ୍ୟା ପୂର୍ବରୁ ପରୀ ସହ ଦୁଷ୍କର୍ମ କରାଯାଇଥିବା ରିପୋର୍ଟ ସୂଚନା ରହିଛି । ହତ୍ୟାର ମୂଳ କାରଣ ଦୁଷ୍କର୍ମ ବୋଲି ରିପୋର୍ଟରେ ଉଲ୍ଲେଖ ସୂଚନା ରହିଛି । ପରୀର ପୋଷାକରୁ ଦୁଷ୍କର୍ମ ପ୍ରମାଣ ମିଳିଥିବା ସୂଚନା ରହିଛି । ତଦନ୍ତର ଅଗ୍ରଗତି ନେଇ ମୁଦା ଲଫାପାରେ ରିପୋର୍ଟ ଦେଇଛି ଏସ୍‌ଆଇଟି । ନାବାଳିକାର ଫ୍ରକ୍‌ରୁ ସିମେନ୍‌ର ଚିହ୍ନ ମିଳିଥିବା ଜଣାପଡିଛି। ଆସନ୍ତା 24 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ତେବେ ଏହି ଘଟଣାର ଅଭିଯୁକ୍ତକୁ ଚିହ୍ନଟ କରାଯାଇଥିବା ସୂଚନା ରହିଛି। ଅଭିଯୁକ୍ତଜଣକ ଯଦୁପୁର ଗ୍ରାମର ହୋଇଥିବାର ସୂଚନା ରହିଛି ।

ସୂଚନାଯୋଗ୍ୟ, ନୟାଗଡ ଯଦୁପୁରରୁ ପରୀର ମୃତଦେହ ମିଳିଥିଲା । ଏହାପରେ ପରୀର ନ୍ୟାୟ ଦାବିରେ ତାଙ୍କ ପିତାମାତା ବିଧାନସଭା ସମ୍ମୁଖରେ ଆତ୍ମହୂତି କରିବାକୁ ଉଦ୍ୟମ କରିଥିଲେ । ଏହାପରେ ଏହି ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026
Latest News

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026

RCB କୁ କିଣିବା ଦୌଡ଼ରେ ଦୁଇ ପ୍ରତିଦ୍ୱନ୍ଦ୍ୱୀ: ୧୬ ହଜାର କୋଟି ଅତିକ୍ରମ କରିପାରେ ନିଲାମ

March 18, 2026

ଭାରତ ସହ ଘନିଷ୍ଠ ବନ୍ଧୁର ପରିଚୟ ଦେଲା ଏହି ମୁସଲିମ ଦେଶ: ପଠାଇଲା ଲକ୍ଷ ଲକ୍ଷ ବ୍ୟାରେଲ ତେଲ

March 18, 2026

ସ୍କୁଟିକୁ ଧକ୍କା ଦେଲା ଯୁବକଙ୍କୁ ଆକ୍ରମଣ ପାଇଁ ପିଛା କରୁଥିବା କାର: ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.