Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 18, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୦୮ ଜଣ ଚିହ୍ନଟ ହୋଇଥିବାବେଳେ ୧୫୦ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୫୦୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୦ହଜାର ୫୮୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୩୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୨୫ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୫୮ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୩୫ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଭଦ୍ରକ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ, କଟକରୁ ୨୮ଜଣ, ଦେଓଗଡ ଜିଲ୍ଲାରୁ ୪ ଜଣ,  ଢେଙ୍କାନାଳ ଜିଲ୍ଲାରୁ ୫ ଜଣ,  ଗଜପତି ଜିଲ୍ଲାରୁ ୪, ଗଞ୍ଜାମରୁ ୫ ଜଣ  ଜଗତସିହଂପୁର ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ  ୩୬ ଜଣ, କୋରାପୁଟ ଜିଲ୍ଲା ରୁ ୮ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୬ ଜଣ,  ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୧ଜଣ,  ରାୟଗଡ଼ ଜିଲ୍ଲା ରୁ ୧ ଜଣ,  ସମ୍ବଲପୁର ଜିଲ୍ଲାରୁ ୨୧ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୨୯ ଜଣ  ଏବଂ ଷ୍ଟେଟ ପୁଲ୍‌ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶରେ ଆଉ ଏକ ହିନ୍ଦୁ ଉପରେ ଆକ୍ରମଣ, ହିନ୍ଦୁ ଶିକ୍ଷକଙ୍କ ଘରେ ନିଆଁ ଲଗାଇଲେ ଦୁର୍ବୃର୍ତ୍ତ

January 16, 2026

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ପରେ ଧୁମ୍ ଧାମରେ ଚ଼ାଲିଛି ମା’ଭଗବତୀଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ

January 16, 2026

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026
Latest News

ବାଂଲାଦେଶରେ ଆଉ ଏକ ହିନ୍ଦୁ ଉପରେ ଆକ୍ରମଣ, ହିନ୍ଦୁ ଶିକ୍ଷକଙ୍କ ଘରେ ନିଆଁ ଲଗାଇଲେ ଦୁର୍ବୃର୍ତ୍ତ

January 16, 2026

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ପରେ ଧୁମ୍ ଧାମରେ ଚ଼ାଲିଛି ମା’ଭଗବତୀଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ

January 16, 2026

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.