Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢୁଛି ମମତାଙ୍କ ଅଡୁଆ : ଦୁଇ ଦିନରେ ତିନି ବିଧାୟକଙ୍କ ଇସ୍ତଫା
ଆଜିର ଖବର

ବଢୁଛି ମମତାଙ୍କ ଅଡୁଆ : ଦୁଇ ଦିନରେ ତିନି ବିଧାୟକଙ୍କ ଇସ୍ତଫା

December 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟିଏମସି
ମମତା ବାନାର୍ଜୀଙ୍କ ପାଇଁ ଖରାପ ଖବର?: ବୈଠକରେ ଯୋଗଦେଲେ ନାହିଁ ୬୦ ଟିଏମସି ବିଧାୟକ

କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡୁଆ ବଢିବାରେ ଲାଗିଛି । ଗୃହମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତ ପୂର୍ବରୁ ଆଜି ଜଣେ ଟିଏମସି ବିଧାୟକ ଇସ୍ତଫା ପ୍ରଦାନ କରିଛନ୍ତି । ଗତକାଲି ଦୁଇ ଜଣ ବିଧାୟକ ଇସ୍ତଫା ପ୍ରଦାନ କରିଥିବା ବେଳେ ଆଜି ଆଉ ଜଣେ ବିଧାୟକ ଇସ୍ତଫା ପ୍ରଦାନ କରିଛନ୍ତି । ଗତକାଲି ଦୁଇ ବିଧାୟକ ଶୁଭେନ୍ଦୁ ଅଧିକାରୀ ଏବଂ ଜିତେନ୍ଦ୍ର ତିୱାରୀ ନିଜର ଇସ୍ତଫା ପ୍ରଦାନ କରିଥିଲେ । ଶୁକ୍ରବାର ସକାଳୁ ବିଧାୟକ ଶିବଭଦ୍ର ଦତ୍ତ ମଧ୍ୟ ନିଜର ଇସ୍ତଫା ପ୍ରଦାନ କରିଛନ୍ତି ।

ଅମିତ ଶାହାଙ୍କ ଗସ୍ତ ପୂର୍ବରୁ ଏହି ବିଧାୟକ ମାନେ ଇସ୍ତଫା ପ୍ରଦାନ କରିଥିବାରୁ ସମସ୍ତେ ବିଜେପିରେ ଯୋଗ ଦେଇ ପାରନ୍ତି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ 2021 ମସିହାରେ ହେବାକୁ ରହିଛି । ଏହି ସମୟରେ ଜଣକ ପରେ ଜଣେ ବିଧାୟକଙ୍କ ଇସ୍ତଫା ଦିଦିଙ୍କ ଚିନ୍ତା ବଢାଇଛି । 2016 ବିଧାନସଭାରେ ତୃଣମୂଳର ସଫଳତାରେ ଶୁଭେନ୍ଦୁ ଅଧିକାରୀଙ୍କ ବଡ ଭୂମିକା ରହିଥିବା ବେଳେ ସେ ବିଜେପିରେ ଯୋଗ ଦେଲେ ବିଜେପିର ଶକ୍ତି ବୃଦ୍ଧି ଘଟିବ ବୋଲି ରାଜନୈତିକ ସମୀକ୍ଷକ ମାନେ ମତ ପ୍ରକାଶ କରିଛନ୍ତି । ପଶ୍ଚିମ କଲିକତାରେ ଅଧିକାରୀଙ୍କ ପ୍ରଭାବ ଅଧିକ   । ଏହି ଅଞ୍ଚଳରେ ପ୍ରାୟ 50 ଆସନରେ ଅଧିକାରୀଙ୍କ ଦବଦବା ଜାରି ରହିଛି ।

mamatabanarjee
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.