Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୫୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୯ ଜଣ ଚିହ୍ନଟ ହୋଇଥିବାବେଳେ ୧୫୭ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ହଜାର ୮୬୧କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୦ହଜାର ୯୪୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୨୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୨୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ମୋଟ୍‌ ୩୫୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୧ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୯ ଜଣ,  ବାଲେଶ୍ୱର ଜିଲ୍ଲାରୁ ୨୬ଜଣ, ବରଗଡ଼ ଜିଲ୍ଲାରୁ ୧୭ ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ ଜଣ, କଟକରୁ ୧୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ଜଣ,  ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିହଂପୁର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲା ରୁ ୧ ଜଣ,  କେନ୍ଦ୍ରାପଡା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୬ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନବରଙ୍ଗପୁର ଜିଲ୍ଲା ରୁ ୩ ଜଣ,  ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୧୮ଜଣ, ପୁରୀ ଜିଲ୍ଲାରୁ ୨୦ଜଣ,  ରାୟଗଡା ଜିଲ୍ଲାରୁ ୪ଜଣ,  ସମ୍ବଲପୁର ଜିଲ୍ଲାରୁ ୨୫ ଜଣ, ସୋନପୁର ଜିଲ୍ଲା ରୁ ୧ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୩୫ ଜଣ  ଏବଂ ଷ୍ଟେଟ ପୁଲ୍‌ରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶରେ ଆଉ ଏକ ହିନ୍ଦୁ ଉପରେ ଆକ୍ରମଣ, ହିନ୍ଦୁ ଶିକ୍ଷକଙ୍କ ଘରେ ନିଆଁ ଲଗାଇଲେ ଦୁର୍ବୃର୍ତ୍ତ

January 16, 2026

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ପରେ ଧୁମ୍ ଧାମରେ ଚ଼ାଲିଛି ମା’ଭଗବତୀଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ

January 16, 2026

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026
Latest News

ବାଂଲାଦେଶରେ ଆଉ ଏକ ହିନ୍ଦୁ ଉପରେ ଆକ୍ରମଣ, ହିନ୍ଦୁ ଶିକ୍ଷକଙ୍କ ଘରେ ନିଆଁ ଲଗାଇଲେ ଦୁର୍ବୃର୍ତ୍ତ

January 16, 2026

ମୁଖ୍ୟମନ୍ତ୍ରୀଙ୍କ ପରିଦର୍ଶନ ପରେ ଧୁମ୍ ଧାମରେ ଚ଼ାଲିଛି ମା’ଭଗବତୀଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ

January 16, 2026

ତାଇୱାନ ନିକଟରେ ୩୪ଟି ଲଢ଼ୁଆ ବିମାନ ଏବଂ ୧୧ଟି ଯୁଦ୍ଧଜାହାଜ ମୁତୟନ: ଆକ୍ରମଣ କରିବ କି ଚୀନ୍?

January 16, 2026

କେବେ ନିର୍ବାଚିତ ହେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ?: ପ୍ରକାଶ ପାଇଲା ତାରିଖ, ବିଜ୍ଞପ୍ତି ଜାରି

January 16, 2026

ପୁଞ୍ଚ ଏବଂ ସାମ୍ବାରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍: ହାଇ ଆଲର୍ଟରେ ସୁରକ୍ଷା ବାହିନୀ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.