ଭୁବନେଶ୍ୱର : ବିଜେଡିର କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି । ଆଜି ବିଜେଡି ସୁପ୍ରିମୋଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ କାର୍ଯ୍ୟକାରିଣୀ ବୈଠକ ବସିଥିଲା । ଏଥିରେ ଭର୍ଚୁଆଲ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିବା ବେଳେ 9ଟି ରାଜନୈତିକ ପ୍ରସ୍ତାବ ପାରିତ ହୋଇଛି । ଏଥିରେ ସ୍ୱାମୀନାଥନ କମିଟି ସୁପାରିଶ କ୍ରମେ ଚାଷୀଙ୍କୁ ଏମଏସପି ଦେବାକୁ ପ୍ରସ୍ତାବ ଦିଆଯାଇଛି।