Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୨୮ରେ ପ୍ରଥମ ଚାଳକ ବିହୀନ ଟ୍ରେନ ଚଳାଚଳର ହେବ ଉଦଘାଟନ, ଜାଣନ୍ତୁ ଏହା କଣ
ଆଜିର ଖବର

ଡିସେମ୍ବର ୨୮ରେ ପ୍ରଥମ ଚାଳକ ବିହୀନ ଟ୍ରେନ ଚଳାଚଳର ହେବ ଉଦଘାଟନ, ଜାଣନ୍ତୁ ଏହା କଣ

December 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଡିସେମ୍ବର ୨୮ରେ ପ୍ରଥମ ଚାଳକ ବିହୀନ ଟ୍ରେନ ଚଳାଚଳର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୮ ଡିସେମ୍ବର ୨୦୨୦ ପୂର୍ବାହ୍ନ ୧୧ଟାରେ ଭାରତର ପ୍ରଥମ ଚାଳକବିହୀନ ରେଳ ସେବାର ଉଦଘାଟନ କରିବେ। ଭିଡିଓ କନଫରେନ୍ସ ଜରିଆରେ ଦିଲ୍ଲୀର ମାଜେଣ୍ଟା ଲାଇନ ବା ଜନକପୁରୀ ପଶ୍ଚିମ-ବଟାନିକାଲ ଗାର୍ଡେନ ଏବଂ ବିମାନବନ୍ଦର ଏକ୍ସପ୍ରେସ ଲାଇନରେ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ନ୍ୟାସନାଲ କମନ ମୋବିଲିଟି କାର୍ଡ ସେବାକୁ ମଧ୍ୟ ପ୍ରଧାନମନ୍ତ୍ରୀ ଶୁଭାରମ୍ଭ କରିବେ।

ସୁବିଧାଜନକ ଯାତ୍ରା ଏବଂ ପରିବର୍ଦ୍ଧିତ ପରିବହନ ସେବା କ୍ଷେତ୍ରରେ ଏହି ନୂତନ ପ୍ରୟାସ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବ। ଚାଳକ ବିହୀନ ରେଳ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ଏବଂ ଏହା ମାନବୀୟ ତ୍ରୁଟିର ସମ୍ଭାବନାକୁ ସମ୍ପୂର୍ଣ୍ଣ ଦୂର କରିବ। ମାଜେଣ୍ଟା ଲାଇନରେ ଚାଳକ ବିହୀନ ମେଟ୍ରୋ ଚଳାଚଳ କରିବା ପରେ ୨୦୨୧ ମଧ୍ୟଭାଗ ସୁଦ୍ଧା ଦିଲ୍ଲୀ ମେଟ୍ରୋର ପିଙ୍କ ଲାଇନରେ ମଧ୍ୟ ଚାଳକବିହୀନ ଟ୍ରେନ ଚଳାଚଳ କରିବ।

ବିମାନ ବନ୍ଦର ଏକ୍ସପ୍ରେସ ଲାଇନରେ ନ୍ୟାସନାଲ କମନ ମୋବିଲିଟି କାର୍ଡ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବା ପରେ ଏହା ଦେଶର ଯେକୌଣସି ସ୍ଥାନରୁ ଜାରି କରାଯାଇଥିବା ରୂପେ କାର୍ଡଧାରୀଙ୍କୁ ବିମାନବନ୍ଦର ଏକ୍ସପ୍ରେସ ଲାଇନରେ ଉକ୍ତ କାର୍ଡକୁ ଉପଯୋଗ କରି ଯାତ୍ରା କରିବା ନିମନ୍ତେ ସୁବିଧା ପ୍ରଦାନ କରିବ। ୨୦୨୨ ସୁଦ୍ଧା ସମ୍ପୂର୍ଣ୍ଣ ଦିଲ୍ଲୀ ମେଟ୍ରୋ ନେଟୱର୍କରେ ଏହି ସୁବିଧା ଉପଲବ୍ଧ ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତ୍ତି

September 1, 2025

କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚକୁ ନେଇ ବ୍ୟାପକ ପ୍ରସ୍ତୁତି

September 1, 2025

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ

September 1, 2025

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025
Latest News

ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସାକ୍ଷାତ କଲେ ପୁରାତନ ଛାତ୍ର ତଥା ବିଶିଷ୍ଟ ଗାୟକ ଅନୁରାଗ କୀର୍ତ୍ତି

September 1, 2025

କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚକୁ ନେଇ ବ୍ୟାପକ ପ୍ରସ୍ତୁତି

September 1, 2025

ଚାଷୀଙ୍କ ସମସ୍ୟାର ସମାଧାନ ପାଇଁ ବିଜେଡି ପକ୍ଷରୁ ସ୍ମାରକପତ୍ର ପ୍ରଦାନ

September 1, 2025

ପୁରୀ–ବାଙ୍ଗିରିପୋସି–ପୁରୀ ଏକ୍ସପ୍ରେସରେ ବଢିଲା ସିଟ୍ ସଂଖ୍ୟା, ମିଳିବ ଅଧିକ ସୁବିଧା

September 1, 2025

କଂଗ୍ରେସ ଆରମ୍ଭ କଲା ସଙ୍ଗଠନ ସୃଜନ ଅଭିଯାନ, ବଛାହେବେ ନୂତନ ଜିଲ୍ଲା ସଭାପତି

September 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.