Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରେଲିଆ ବନାମ ଭାରତ: ଦ୍ଵିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଅଧିନାୟକ ରାହାଣେଙ୍କ ଦମଦାର ଶତକ
ଆଜିର ଖବର

ଅଷ୍ଟ୍ରେଲିଆ ବନାମ ଭାରତ: ଦ୍ଵିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଅଧିନାୟକ ରାହାଣେଙ୍କ ଦମଦାର ଶତକ

December 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମେଲବର୍ଣ୍ଣ: ଭାରତ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ଵିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଭାରତ ପକ୍ଷରୁ ଅଧିନାୟକ ଅଜିଙ୍କ୍ୟ ରାହାଣେଙ୍କ ଦମଦାର ବ୍ୟାଟିଂ ପ୍ରଦର୍ଶନ ଜାରି ରହିଛି। ଏହି ମ୍ୟାଚର ଦ୍ଵିତୀୟ ଦିନରେ ଅଜିଙ୍କ୍ୟ ୧୯୬ ଟି ବଲରେ ୧୦୦ ରନ କରି ବ୍ୟାଟିଂ ଜାରି ରଖିଛନ୍ତି।

ତେବେ ଭାରତ ୫ ଟି ୱିକେଟ ହରାଇ ସଂଗ୍ରହ କରିଛି ୨୭୭ ରନ। ଗତକାଲି ମୟଙ୍କ ଅଗ୍ରୱାଲଙ୍କ ୱିକେଟ ହରାଇଥିବା ବେଳେ ଆଜି ଭାରତ ଆଉ ୪ ଟି ମୁଲ୍ୟବାନ ୱିକେଟ ହରାଇ ୨୭୭ ରନରେ ପହଞ୍ଚିଛି। ବର୍ତ୍ତମାନ ରାହାଣେଙ୍କ ସହ ରବୀନ୍ଦ୍ର ଜାଡ଼େଜା ୪୦ ରନ କରି ବ୍ୟାଟିଂ କରୁଛନ୍ତି।

ଆଜି ଶୁବମାନ ଗିଲ ୪୫ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଚେତେଶ୍ଵର ପୂଜାରା ୧୭ ରନ, ହନୁମା ବିହାରୀ ୨୧, ଋଷଭ ପନ୍ତ ୨୯ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ଏହା ସହିତ ଭାରତ ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ଠାରୁ ଏପର୍ଯ୍ୟନ୍ତ ୮୩ ରନରେ ଅଗ୍ରଣୀ ହୋଇଥିବା ବେଳେ ହାତରେ ଆଉ ୫ ଟି ୱିକେଟ ଅଛି। ଉଲ୍ଲେଖ ଯୋଗ୍ୟ ଯେ, ଗତକାଲି ଅଷ୍ଟ୍ରେଲିଆ ପ୍ରଥମ ଦିନରେ ୧୯୫ ରନ କରି ସମସ୍ତ ୱିକେଟ ହରାଇଥିଲା।

ଦ୍ଵିତୀୟ ଟେଷ୍ଟ ପ୍ରଥମ ଇନିଂସ ମେଲବର୍ଣ୍ଣ
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ନୋଏଡାରେ ଭୟାବହ ଅଗ୍ନିକାଣ୍ଡ, ଦୁଇଟି ସ୍ଥାନରେ ଲାଗିଲା ନିଆଁ

June 5, 2026

ଚିକିତ୍ସା ଅବହେଳା ନା ଦୁର୍ଭାଗ୍ୟ ? ଆମ୍ବୁଲାନ୍ସ ଅପେକ୍ଷାରେ ଚାଲିଗଲା ଜୀବନ

June 5, 2026
Latest News

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.