Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୨୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୨୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୨୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୩୬ଜଣ ଚିହ୍ନଟ ହୋଇଥିବାବେଳେ ୯୮ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୮ହଜାର ୭୩୮କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୨୪ହଜାର ୦୬୮ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨ହଜାର ୭୫୩ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୬୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୪ଟି ଜିଲ୍ଲାରୁ ମୋଟ୍‌ ୨୩୪ ଜଣ ଚିହ୍ନଟ ହୋଇଛନ୍ତି।  ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲା ରୁ ୩ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, କଟକରୁ ୧୨ ଜଣ, ଦେଓଗଡରୁ ୩ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲା ରୁ ୧ ଜଣ, ମାଲକାନଗିରି ଜିଲ୍ଲା ରୁ ୧ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲା ରୁ ୫ ଜଣ,  ନୂଆପଡ଼ା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲା ରୁ ୧ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୮ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଯୋଗେ କାଶ୍ମୀର ଉପତ୍ୟକାରେ ପହଞ୍ଚିଲା ଅଟୋମୋବାଇଲ ରେକ୍ ,ଏହା ପ୍ରଥମ ଘଟଣା

October 4, 2025

ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 4, 2025

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ସଭାପତି ଏବଂ ପ୍ରଭାରୀ, ନଡ୍ଡାଙ୍କୁ କଲେ ସାକ୍ଷାତ, କାରଣ କଣ ???

October 4, 2025

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025
Latest News

ରେଳ ଯୋଗେ କାଶ୍ମୀର ଉପତ୍ୟକାରେ ପହଞ୍ଚିଲା ଅଟୋମୋବାଇଲ ରେକ୍ ,ଏହା ପ୍ରଥମ ଘଟଣା

October 4, 2025

ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 4, 2025

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହିତ ସଭାପତି ଏବଂ ପ୍ରଭାରୀ, ନଡ୍ଡାଙ୍କୁ କଲେ ସାକ୍ଷାତ, କାରଣ କଣ ???

October 4, 2025

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.