ଭୁବନେଶ୍ୱର: ପାରିବାରିକ ବିବାଦକୁ ନେଇ ରାଜ୍ୟ ମହିଳା କମିଶନଙ୍କ ନିକଟରେ ହାଜର ହୋଇଛନ୍ତି ସାସଂଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ । ଉଭୟଙ୍କୁ ସାମ୍ନାସାମ୍ନି ବସାଇ ଆଲୋଚନା କରିଛନ୍ତି ମହିଳା କମିଶନ। ବର୍ଷା ଆଣିଥିବା ଅଭିଯୋଗ ନେଇ ଆଲୋଚନା କରାଯାଉଛି । ପୂର୍ବରୁ ଅନୁଭବଙ୍କୁ ହାଜର ହେବା ପାଇଁ ନୋଟିସ କରିଥିଲେ ମହିଳା କମିଶନ । ପାରିବାରିକ ବିବାଦ ନେଇ ମହିଳା କମିଶନଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ ।