Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ କ୍ଷମତାକୁ ଆସିଲେ ଉଚ୍ଛେଦ ହେବ ନିତି ଆୟୋଗ : ରାହୁଲ୍‌ ଗାନ୍ଧି
ଆଜିର ଖବର

କଂଗ୍ରେସ କ୍ଷମତାକୁ ଆସିଲେ ଉଚ୍ଛେଦ ହେବ ନିତି ଆୟୋଗ : ରାହୁଲ୍‌ ଗାନ୍ଧି

March 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Congress will scrap Niti Aayog if voted to power: Rahul Gandhi
Congress will scrap Niti Aayog if voted to power: Rahul Gandhi

ସରକାରକୁ ଆସିଲେ ନିତି ଆୟୋଗକୁ ଉଚ୍ଛେଦ କରିବେ ବୋଲି ରାହୁଲ୍‌ ଗାନ୍ଧି କହିଛନ୍ତି । ସେ କହିଛନ୍ତି ଯେ, ନିତି ଆୟୋଗ କୌଣସି ଉଦ୍ଦେଶ୍ୟ ସାଧନ କରୁନାହିଁ। ଏହା କେବଳ ପ୍ରଧାନମନ୍ତ୍ରୀଙ୍କ ପାଇଁ ପ୍ରଚାର କାର୍ଯ୍ୟ କରୁଛି ଏବଂ ଭୁଲ ତଥ୍ୟ ପ୍ରଦାନ କରୁଛି। କଂଗ୍ରେସ କ୍ଷମତାକୁ ଆସିଲେ ଏହାକୁ ହଟାଇ ଯୋଜନା ଆୟୋଗରେ ବଦଳାଇବ । ଏଥିରେ ବିଶିଷ୍ଟ ଅର୍ଥନୀତିଜ୍ଞ ଏବଂ ବିଶେଷଜ୍ଞମାନଙ୍କୁ ସଦସ୍ୟ ଭାବେ ରଖାଯିବ। ସଦସ୍ୟ ସଂଖ୍ୟା ୧୦୦ରୁ କମ୍‌ ରହିବ। ସୂଚନାଯୋଗ୍ୟ, ନିତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ରାହୁଲଙ୍କ ସର୍ବନିମ୍ନ ନିଶ୍ଚିତ ରୋଜଗାର ଯୋଜନା ‘ନ୍ୟାୟ’ ଉପରେ ମନ୍ତବ୍ୟ ଦେଇ କହିଥିଲେ ଯେ, ଏହା କାର୍ଯ୍ୟକାରୀ ହେଲେ ରାଜକୋଷ ୩.୫ ପ୍ରତିଶତରୁ ବଢି ୬ ପ୍ରତିଶତ ହୋଇଯିବ । ଏହି ଯୋଜନା ଆକାଶ କଇଁଆ ଭଳି, ଯାହାକୁ ପୂରା କରିବା ଅସମ୍ଭବ । ତେବେ ରାଜୀବ କୁମାରଙ୍କ ଏପରି ବୟାନକୁ ନିର୍ବାଚନ ଆୟୋଗ ନୋଟିସ୍‌ କରି ତାଙ୍କୁ ଜବାବ ତଲବ କରିଛନ୍ତି ।

niti aayog rahul gandhi the samikhsya
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026
Latest News

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026

ନୂଆ ପାଠ୍ୟପୁସ୍ତକକୁ ନେଇ ବିବାଦ: ତ୍ରୁଟି, ଟେଣ୍ଡର ଓ ୨୧ କୋଟିର ପ୍ରଶ୍ନ

June 22, 2026

ଟିଏମସି ବିଦ୍ରୋହୀ ଗୋଷ୍ଠୀର ବଡ଼ ନିଷ୍ପତ୍ତି: ଅଧ୍ୟକ୍ଷ ପଦରୁ ହଟିଲେ ମମତା, ଅଭିଷେକ ବାନାର୍ଜୀ ନିଲମ୍ବିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.