Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୭ଟି ଜିଲ୍ଲା ପାଇଁ ଆଉ ୮୪ ଟି ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ
ଆଜିର ଖବର

୨୭ଟି ଜିଲ୍ଲା ପାଇଁ ଆଉ ୮୪ ଟି ୧୦୮ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ

January 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବାର ଉନ୍ନତି ପାଇଁ ଆଉ ଏକ ପଦକ୍ଷେପ ନେଇଛନ୍ତି। ନୂଆ ବର୍ଷରେ ମୁଖ୍ୟମନ୍ତ୍ରୀ ୨୭ଟି ଜିଲ୍ଲା ପାଇଁ ୮୪ଟି ଆମ୍ବୁଲାନ୍ସ ଲୋକାର୍ପିତ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଆମ୍ବୁଲାନ୍ସକୁ ଲୋକାର୍ପଣ କରିଛନ୍ତି। ତନ୍ମଧ୍ୟରୁ ବାଲେଶ୍ୱର ଜିଲ୍ଲାକୁ ସର୍ବାଧିକ ୧୧ଟି ଆମ୍ବୁଲାନ୍ସ ଯିବ ବୋଲି ଜଣାଯାଇଛି।

ଏଥିପାଇଁ ରାଜ୍ୟ ସରକାରଙ୍କ ନିଜସ୍ୱ ପାଣ୍ଠିରୁ ୫ବର୍ଷ ପାଇଁ ୧୦୪କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ ଆମ୍ବୁଲାନ୍ସରେ ୩ଜଣ ଲେଖାଏଁ ଦୁଇଟି ସିଫ୍ଟରେ ୬ଜଣ ହିସାବରେ ୮୪ଟି ଗାଡି ପାଇଁ ୫୦୪ଜଣ କର୍ମଚାରୀଙ୍କୁ ଚୁକ୍ତିଭିତ୍ତିକ ନିଯୁକ୍ତି ଦିଆଯାଇଛି ।

ଉଲ୍ଲେଖ ଯୋଗ୍ୟ ଯେ, ରାଜ୍ୟର ମାଗଣା ୧୦୮ଆମ୍ବୁଲାନ୍ସ ସେବା ୨୦୧୩ ମାର୍ଚ୍ଚ ୫ତାରିଖରୁ ଆରମ୍ଭ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୦ଟି ଜିଲ୍ଲାରେ ୬ଟି ବୋଟ ଆମ୍ବୁଲାନ୍ସ ସମେତ ମୋଟ ୫୧୮ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ରହିଛି। ଏତଦବ୍ୟତୀତ ରାଜ୍ୟରେ ଗର୍ଭବତୀ ମା ଓ ଶିଶୁଙ୍କ ପାଇଁ ୫୦୦ଟି ଜନନୀ ଏକ୍ସପ୍ରେସ କାର୍ଯ୍ୟକ୍ଷମ ଅଛି।

୧୦୮ ଆମ୍ବୁଲାନ୍ସ ମୁଖ୍ୟମନ୍ତ୍ରୀ ନବୀନ ଲୋକାର୍ପଣ
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ନିଶାମୁକ୍ତ ଓଡ଼ିଶା ଅଭିଯାନ’: ୨୨୫ କୋଟି ମୂଲ୍ୟର ହାଶିଶ ତେଲ ଓ ୫ କୋଟିର ଗଞ୍ଜେଇ ଜବତ

February 26, 2026
Latest News

ଏପଷ୍ଟାଇନ୍ ଫାଇଲ୍ସରେ ନାମ ଆସିବା ପରେ WEF ର CEO ଙ୍କ ଇସ୍ତଫା

February 26, 2026

ମାର୍ଚ୍ଚ ୧୪ ରେ ବ୍ରହ୍ମପୁରରେ ଜାତୀୟ ଲୋକ ଅଦାଲତ

February 26, 2026

‘ଦି କେରଳ ଷ୍ଟୋରୀ 2’ ର ମୁକ୍ତିଲାଭ ଉପରେ ହାଇକୋର୍ଟଙ୍କ ରୋକ: ସୁପ୍ରିମକୋର୍ଟ ଯିବେ ନିର୍ମାତା

February 26, 2026

CBSEର ବଡ଼ ନିଷ୍ପତ୍ତି: ଷଷ୍ଠ ଶ୍ରେଣୀରୁ ପଢ଼ାଯିବ ତିନୋଟି ଭାଷା

February 26, 2026

‘ଆଶ୍ରମର ପରିବେଶ ପବିତ୍ର ନୁହେଁ’: ଶଙ୍କରାଚାର୍ଯ୍ୟଙ୍କ ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା କଲେ ଭୂମିକା ଦ୍ୱିବେଦୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.