Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୭୮ ନୂଆ କରୋନା ପଜିଟିଭ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଗତ ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୭୮ ନୂଆ କରୋନା ପଜିଟିଭ ଚିହ୍ନଟ

January 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୯ ହଜାର ୭୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୨୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୩ ଲକ୍ଷ ୫ ହଜାର ୭୮୮ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୯ ହଜାର ୨୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୯୯ ଲକ୍ଷ ୬ ହଜାର ୩୮୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨,୫୦,୧୮୩ ଆକ୍ଟିଭ୍‌ କେସ୍ ରହିଛି।

କରୋନା ଅପଡେଟ୍‌ କରୋନା ପଜିଟିଭ
Share. Facebook Twitter LinkedIn Email WhatsApp Copy Link

Related Posts

ସୁନା ଦର କମିଲା, ରୂପା ମଧ୍ୟ ଶସ୍ତା: ଜାଣନ୍ତୁ ଆଜିର ମୂଲ୍ୟ

August 28, 2026

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026
Latest News

ସୁନା ଦର କମିଲା, ରୂପା ମଧ୍ୟ ଶସ୍ତା: ଜାଣନ୍ତୁ ଆଜିର ମୂଲ୍ୟ

August 28, 2026

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.