Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଙ୍ଗନା ରଣୱତଙ୍କୁ ଝଟ୍‌କା: ପିଟିଶନକୁ ଖାରଜ କଲେ ସିଭିଲ କୋର୍ଟ
ଆଜିର ଖବର

କଙ୍ଗନା ରଣୱତଙ୍କୁ ଝଟ୍‌କା: ପିଟିଶନକୁ ଖାରଜ କଲେ ସିଭିଲ କୋର୍ଟ

January 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ବାସଭବନ ପରିସରରେ ବେଆଇନ ନିର୍ମାଣ କରୁଥିବା ମାମଲାରେ ଅଭିନେତ୍ରୀ କଙ୍ଗନା ରଣୱତଙ୍କୁ ଝଟ୍‌କା ଲାଗିଛି। ଆଜି ମୁମ୍ବାଇର ଦିଣ୍ଡୋଶୀ ସିଭିଲ କୋର୍ଟରେ ମାମଲାର ଶୁଣାଣି କରି ବେଆଇନ ନିର୍ମାଣ ହେଉଥିବା ନେଇ ସ୍ପଷ୍ଟ କରାଯାଇଛି।

କଙ୍ଗନାଙ୍କ ବାସଭବନରେ ଅବୈଧ ନିର୍ମାଣ କରାଯାଇଥିବା ନେଇ ବିଏମସି ପକ୍ଷରୁ ଅଭିଯୋଗ ହୋଇଥିଲା। କଙ୍ଗନା ଏହାକୁ ଖଣ୍ଡନ କରିବା ସହିତ ବିଏମସିର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇବାକୁ କୋର୍ଟଙ୍କ ଦ୍ବାରସ୍ଥ​‌ ହୋଇଥିଲେ। ହେଲେ ସିଭିଲ କୋର୍ଟ ଆଜି କଙ୍ଗନାଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି।

କୋର୍ଟ ନିଜ ଆଦେଶରେ ସ୍ପଷ୍ଟ କରିଛନ୍ତି ଯେ, ଘର ନିର୍ମାଣ ସମୟରେ କଙ୍ଗନା ନିୟମର ଗମ୍ଭୀର ଉଲ୍ଲଂଘନ କରିଛନ୍ତି। ସେ ୩ଟି ଫ୍ଲାଟ୍‌କୁ ଗୋଟିଏ ୟୁନିଟରେ ପରିବର୍ତ୍ତନ କରିଛନ୍ତି। ତାଙ୍କୁ କୌଣସି ପ୍ରକାର ଅଶ୍ଵସ୍ତି ଦିଆଯିବ ନାହିଁ ବୋଲି କୋର୍ଟ ତାଙ୍କ ଆଦେଶରେ କହିଛନ୍ତି। ସେପଟେ କଙ୍ଗନାଙ୍କ ଓକିଲ କୋର୍ଟଙ୍କ ଆଦେଶରେ ଆପତ୍ତି ଉଠାଇ ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେବେ ବୋଲି କହିଛନ୍ତି।

ବେଆଇନ ନିର୍ମାଣ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026
Latest News

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026

ଚିଲିକା-ବାଲୁଗାଁ ରୋଟାରୀ କ୍ଲବ ପକ୍ଷରୁ ରାଷ୍ଟ୍ର ନିର୍ମାତା ପୁରସ୍କାର ପ୍ରଦାନ ସମାରୋହ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.