Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ହାତରସ ପିଡିତାର ପରିଚୟ ପ୍ରଘଟ କରିଥିବାରୁ ବିଭିନ୍ନ ଗଣମାଧ୍ୟମକୁ ଗଲା କୋର୍ଟ ନୋଟିସ
ଅପରାଧ

ହାତରସ ପିଡିତାର ପରିଚୟ ପ୍ରଘଟ କରିଥିବାରୁ ବିଭିନ୍ନ ଗଣମାଧ୍ୟମକୁ ଗଲା କୋର୍ଟ ନୋଟିସ

January 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ହାତରସ ପିଡିତାର ପରିଚୟ ପ୍ରଘଟ କରିଥିବାରୁ ବିଭିନ୍ନ ଗଣମାଧ୍ୟମକୁ ଗଲା କୋର୍ଟ ନୋଟିସ

ନୂଆଦିଲ୍ଲୀ, ଦିଲ୍ଲୀ ହାଇକୋର୍ଟର ପ୍ରଧାନ ବିଚାରପତି ଡି.ଏନ୍ ପଟେଲ ଏବଂ ଜଷ୍ଟିସ୍ ଜ୍ୟୋତି ସିଂଙ୍କ ଏକ ବେଞ୍ଚ ଗୋପନୀୟତା ଅଧିକାରର ଉଲ୍ଲଂଘନ ମାମଲରା ଶୁଣାଣି କରିଥିଲେ। ଏଥିରେ ହାତରସ ବଳାତ୍କାର ପୀଡିତା ତଥା ପୀଡିତାର ପରିବାରର ପରିଚୟ ପ୍ରକାଶ କରିଥିବା ମିଡିଆ ଓ ସୋସିଆଲ ମିଡିଆକୁ କୋର୍ଟ ନୋଟିସ ଜାରୀ କରିଛନ୍ତି। ଏଥିରେ ପ୍ରମୁଖ ସୋସିଆଲ ମିଡିଆ ପ୍ଲାଟଫର୍ମ  ଟ୍ୱିଟର, ୟୁଟ୍ୟୁବ, ବଜଫିଡ, ନ୍ୟୁଜ 18, ଫେସବୁକ ପ୍ରଭୃତିଙ୍କୁ ନୋଟିସ କରାଯାଇଛି। କଣ ପାଇଁ ଏପରି ଗୋପନୀୟତାକୁ ପ୍ରଘଟ କଲେ ତାହାର ଜବାବ ରଖିବାକୁ କୁହାଯାଇଛି।

ଦିଲ୍ଲୀ ଆଇନ ପ୍ରଣୟନକାରୀ ସଂସ୍ଥାକୁ ଉପଯୁକ୍ତ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ କୋର୍ଟକୁ ନିବେଦନ କରିଛନ୍ତି।  ଉକ୍ତ ବିଷୟବସ୍ତୁର ପ୍ରସାରକୁ ରୋକିବା ଏବଂ ପୋଷ୍ଟ କରାଯାଇଥିବା ବିଷୟବସ୍ତୁକୁ ହଟାଇବାକୁ ମଧ୍ୟ ଦାବି କରାଯାଇଛି। ଆବେଦନକାରୀ ସମ୍ବିଧାନର ଧାରା 226 ଅନୁଯାୟୀ ହାଇକୋର୍ଟ ଏହି ମାମଲାରେ ହସ୍ତକ୍ଷେପ କରନ୍ତୁ ବୋଲି ନିବେଦନ କରିଛନ୍ତି। ଆବେଦନକାରୀ ହେଉଛନ୍ତି ଦିଲ୍ଲୀ କୋର୍ଟର ଜଣେ ଓକିଲ।

ଗଣମାଧ୍ୟମ ସାମାଜିକ ଗଣମାଧ୍ୟମ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.