Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୮୧ ଜଣ କରୋନା ଆକ୍ରାନ୍ତ

January 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୧୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୦, ମୟୂରଭଞ୍ଜରୁ ୧୯, ବଲାଙ୍ଗୀରିରୁ ୧୫, ଖୋର୍ଦ୍ଧାରୁ ୧୪, କେନ୍ଦ୍ରାପଡାରୁ ୧୦, ସମ୍ବଲପୁରରୁ ୧୦, ବରଗଡରୁ ୯, ଝାରସୁଗୁଡାରୁ ୯, ଅନୁଗୁଳରୁ ୮, ଯାଜପୁରରୁ ୮, କଟକରୁ ୬, କେନ୍ଦୁଝରରୁ ୬, ଜଗତସିଂହପୁରରୁ ୫, ଗଞ୍ଜାମରୁ ୩, ବାଲେଶ୍ବରରୁ ୨, ଭଦ୍ରକରୁ ୨, କଳାହାଣ୍ଡିରୁ ୨, ନବରଙ୍ଗପୁରରୁ ୨, ସୋନପୁରରୁ ୨, କୋରାପୁଟରୁ ୧, ନୟାଗଡରୁ ୧, ନୂଆପଡ଼ାରୁ ଏବଂ ଷ୍ଟେଟପୁଲରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୮ ହଜାର ୬୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୫୪୧ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୯୭୧ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୮୯୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଫ୍ରାନ୍ସକୁ ଝଟକା ଦେଲା ଏହି ମୁସଲିମ ଦେଶ: ରାଫେଲ ଜେଟ୍ ବଦଳରେ ଚୀନ୍ ଠାରୁ କିଣିବ ଲଢ଼ୁଆ ବିମାନ

October 20, 2025

ଦୀପାବଳି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

October 20, 2025
Latest News

ଲୋକପ୍ରିୟ ହାସ୍ୟ ଅଭିନେତା ଅସରାନିଙ୍କ ଦେହାନ୍ତ: ଜାଣନ୍ତୁ ତାଙ୍କ ବିଷୟରେ ସବୁ କିଛି

October 20, 2025

ନାମାଙ୍କନ ଦାଖଲ କରିବା ମାତ୍ରେ ଆରଜେଡି ପ୍ରାର୍ଥୀଙ୍କୁ ଗିରଫ କଲା ଝାଡ଼ଖଣ୍ଡ ପୋଲିସ: ଜାଣନ୍ତୁ କାରଣ

October 20, 2025

ପାର୍ବଣ ଋତୁରେ ଯାତ୍ରୀଙ୍କ ଗତିବିଧିର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 20, 2025

ଆଇଏନଏସ ବିକ୍ରାନ୍ତରେ ଦେଶପ୍ରେମ ଓ ଆଲୋକର ଉତ୍ସବ ଦୀପାବଳି ପାଳିଲେ ପ୍ରଧାନମନ୍ତ୍ରୀ

October 20, 2025

ପରାଜୟର ହ୍ୟାଟ୍ରିକ୍ ପରେ କିପରି ସେମିଫାଇନାଲରେ ପହଞ୍ଚିପାରିବ ଟିମ୍ ଇଣ୍ଡିଆ?: ଜାଣନ୍ତୁ ସମୀକରଣ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.