Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମନୋନୀତ ହେଲେ ବାଣପୁରର ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦ୍ର
ଆଞ୍ଚଳିକ

ବିଜେପି ଯୁବମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମନୋନୀତ ହେଲେ ବାଣପୁରର ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦ୍ର

January 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଓଡିଶା ବିଜେପି ଯୁବମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରୀତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରାଯାଇଛି। ତେବେ ଏହି ନୂତନ ରାଜ୍ୟ ଟିମରେ ସାମିଲ ହୋଇଛନ୍ତି ଚିଲିକା ନିର୍ବାଚନମଣ୍ଡଳୀର ବିଜେପି ଯୁବ ନେତା ତଥା ଜିଲ୍ଲା ପରିଷଦ ସଭ୍ୟ ଅମରେନ୍ଦ୍ର ରଣସିଂହ। ଶ୍ରୀ ରଣସିଂହଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରୂପେ ମନୋନୀତ କରାଯାଇଛି। ବାଣପୁର ବ୍ଲକ ଭେଟେଶ୍ୱର ଗ୍ରାମର ଶ୍ରୀ ରଣସିଂହ ଖୋର୍ଦ୍ଧା ଜିଲ୍ଲା ୧୩ ନମ୍ବର ଜୋନର ସର୍ବକନିଷ୍ଠ ଜିଲ୍ଲା ପରିଷଦ ସଭ୍ୟ ରୂପେ ୨୦୧୭ ରେ ନିର୍ବାଚିତ ହୋଇଥିଲେ।

ଛାତ୍ର ଜୀବନରୁ ନେତୃତ୍ୱ ନେବାର ଦକ୍ଷତା ରଖୁଥିବା ଶ୍ରୀ ରଣସିଂହ ପରବର୍ତ୍ତୀ ସମୟରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇ ଲୋକଙ୍କ ସେବା ଜାରି ରଖିଛନ୍ତି। ତେବେ ଜଣେ କର୍ତ୍ତବ୍ୟବାନ, ମିଷ୍ଟଭାସି ତଥା କଠିନ ପରିଶ୍ରମ ବଳରେ ସେ ଆଜି ସମସ୍ତଙ୍କ ଗହଣରେ ଆଦୃତ ହୋଇପାରିଛନ୍ତି।

ତେବେ ଭାରତୀୟ ଜନତା ଯୁବା ମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ଦାୟିତ୍ୱ ପାଇବାପରେ ଆଗାମୀ ଦିନରେ ଦଳ ପାଇଁ ନିଜକୁ ଉତ୍ସର୍ଗ କରିବେ ବୋଲି କହିଛନ୍ତି ଶ୍ରୀ ରଣସିଂହ। ଏହା ସହିତ ବରିଷ୍ଠ କର୍ମୀମାନଙ୍କ ଆଶୀର୍ବାଦ ନେଇ ଦଳର ସାଙ୍ଗଠନିକ କାର୍ଯ୍ୟକୁ ମଜବୁତ କରିବା ଲାଗି ଶତ ପ୍ରତିଶତ ପ୍ରୟାସ କରିବି ବୋଲି ସେ କହିଛନ୍ତି।

ଜିଲ୍ଲା ପରିଷଦ ସଭ୍ୟ ଯୁବମୋର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଶାନ୍ତି ଆଲୋଚନାକୁ ଇରାନର ପ୍ରତ୍ୟାଖ୍ୟାନ

April 20, 2026

ଆମେରିକାରେ ଭୟଙ୍କର ଗୁଳିକାଣ୍ଡ: ଆଠ ନାବାଳକଙ୍କ ମୃତ୍ୟୁ

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026

ଏଲପିଜିରୁ ପିଏନଜିକୁ ସଂଯୋଗ ହସ୍ତାନ୍ତର କଲେ ୩୯,୦୦୦ରୁ ଅଧିକ ଗ୍ରାହକ

April 20, 2026

ଆଜି ଅକ୍ଷୟ ତୃତୀୟା, ଏହା କାହିଁକି ପାଳନ ହୁଏ ଜାଣିଲେ ଆପଣ ହେବେ ଆଶ୍ଚର୍ଯ୍ୟ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.