Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାହୁଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ଭାରତ ଧର୍ମ ଜନସେନା ମୁଖ୍ୟ ଭେଲ୍ଲାପଲ୍ଲୀ
ଆଜିର ଖବର

ରାହୁଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ ଭାରତ ଧର୍ମ ଜନସେନା ମୁଖ୍ୟ ଭେଲ୍ଲାପଲ୍ଲୀ

April 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Thushar-vs-Rahul in wayanad
Thushar-vs-Rahul in wayanad

କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ କେରଳର ଓ୍ବାୟାନାଡ୍‌ରୁ ଲଢିବା ନେଇ ଘୋଷଣା କରିବାର ଗୋଟିଏ ଦିନ ପରେ ବିଜେପି ରାହୁଲଙ୍କ ବିପକ୍ଷରେ ନିଜର ପ୍ରାର୍ଥୀ ଘୋଷଣା କରିଛି। ଭାରତ ଧର୍ମ ଜନସେନା ଦଳର ମୁଖ୍ୟ ଥୁସାର ଭେଲ୍ଲାପଲ୍ଲୀ ରାହୁଲଙ୍କ ବିପକ୍ଷରେ ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡିଛି। ବିଜେପି ସଭାପତି ଅମିତ ଶାହ ଏହି ଘୋଷଣା କରିବା ସହିତ ଶ୍ରୀ ଭେଲ୍ଲାପଲ୍ଲୀଙ୍କ ଓ୍ବାୟାନାଡ୍‌ରେ ଏନ୍‌ଡିଏର ପ୍ରାର୍ଥୀ ଭାବେ ଛିଡା କରାଇଛନ୍ତି। ସୋସିଆଲ୍‌ ମିଡିଆ ସାଇଟ୍‌ ଟ୍ବିଟ୍ଟର ଜରିଆରେ ଶାହା ଏହି ଘୋଷଣା କରିଛନ୍ତି। ଶାହା କହିଛନ୍ତି ଥୁସାର ଜଣେ ଯୁବନେତା, ଯିଏକି ସାମାଜିକ ନ୍ୟାୟ ବ୍ୟବସ୍ଥା ଏବଂ ଉନ୍ନତି ନିମେନ୍ତ ପ୍ରତିବଦ୍ଧ। ଶ୍ରୀ ଭେଲ୍ଲାପଲ୍ଲୀଙ୍କ ସହିତ କେରଳରେ ଏନ୍‌ଡିଏ ମେଣ୍ଟ ସରକାର ଗଠନ ନିମନ୍ତେ ଏକ ବଢିଆ ବିକଳ୍ପ ବୋଲି ଶାହା କହିଛନ୍ତି। ସୂଚନାଯେଗ୍ୟ ଯେ, ଉତ୍ତର ପ୍ରଦେଶର ଆମେଥିରୁ ପ୍ରତିଦ୍ବନ୍ଦିତା କରୁଥିବା ରାହୁଲ ନିଜର ଦ୍ବିତୀୟ ନିର୍ବାଚନ ମଣ୍ଡଳୀ ଭାବରେ ଓ୍ବାୟାନାଡ୍‌କୁ ଚୟନ କରିଛନ୍ତି।

contest rahul thesamikhsya wayanad
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026
Latest News

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026

ଇସ୍ତଫା ଦେବେ ଧର୍ମେନ୍ଦ୍ର ପ୍ରଧାନ?: ସ୍ପଷ୍ଟ କଲେ କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.