Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆପଡା ଜିଲ୍ଲାର ୨୭ ବର୍ଷୀୟ ସ୍ୱାସ୍ଥ୍ୟ କର୍ମୀ ମୃତ: ତିନି ଦିନ ପୂର୍ବରୁ ନେଇଥିଲେ କରୋନା ଟିକା
ଆଜିର ଖବର

ନୂଆପଡା ଜିଲ୍ଲାର ୨୭ ବର୍ଷୀୟ ସ୍ୱାସ୍ଥ୍ୟ କର୍ମୀ ମୃତ: ତିନି ଦିନ ପୂର୍ବରୁ ନେଇଥିଲେ କରୋନା ଟିକା

January 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବନ୍ଧ ହୁଡ଼ାରୁ ବିଧବା ମହିଳାଙ୍କ ଶବ ଉଦ୍ଧାର
ବନ୍ଧ ହୁଡ଼ାରୁ ବିଧବା ମହିଳାଙ୍କ ଶବ ଉଦ୍ଧାର

ଭୁବନେଶ୍ବର: କରୋନା ଟିକା ନେବାର ତିନି ଦିନ ପରେ ରାଜ୍ୟର ଜଣେ ୨୭ ବର୍ଷୀୟ ସ୍ୱାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ ହୋଇଛି। ମୃତ ସ୍ଵାସ୍ଥ୍ୟକର୍ମୀଙ୍କ ଘର ନୂଆପଡା ଜିଲ୍ଲାର ବୋଲି ଜଣାପଡିଛି। ସେ ୨୩ ଜାନୁୟାରୀରେ କରୋନା ଟିକା ନେଇଥିଲେ। ତାଙ୍କର ଆଜି ସକାଳେ ସମ୍ବଲପୁରର ଭୀମସାର ହସ୍ପିଟାଲରେ ମୃତ୍ୟୁ ହୋଇଛି। କିନ୍ତୁ ଟିକା ଯୋଗୁଁ ତାଙ୍କର ମୃତ୍ୟୁ ହୋଇନଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ  କୁହାଯାଇଛି। ଏହାସହିତ କରୋନା ଟିକା ନେଇଥିବା ଆଉ ଦୁଇଜଣ ସ୍ଵାସ୍ଥ୍ୟ କର୍ମୀ ଅସୁସ୍ଥ ହୋଇପଡିଥିବା ଖବର ମିଳୁଛି।

ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ନୂଆପଡା ଜିଲ୍ଲାର ଜଣେ ୨୪ ବର୍ଷିୟା ମହିଳା ଏବଂ ଝାରସୁଗୁଡା ଜିଲ୍ଲାର ଜଣେ ୨୩ ବର୍ଷୀୟ ପୁରୁଷ ଟିକା ନେବା ପରେ ଅସୁସ୍ଥ ହୋଇପଡିଥିଲେ। ବର୍ତ୍ତମାନ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ଅଛି।

କରୋନା ଟିକା ନୂଆପଡା ଜିଲ୍ଲା ସ୍ୱାସ୍ଥ୍ୟ କର୍ମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଫିଲିପାଇନ୍ସରେ ଭୟଙ୍କର ଭୂମିକମ୍ପ, ସୁନାମି ସତର୍କତା ଜାରି

June 8, 2026

ଦେବସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶ ଧାରଣ କରନ୍ତି ଶ୍ରୀଜଗନ୍ନାଥ, ଏହାର ରହସ୍ୟ କଣ?

June 8, 2026

ବଲାଙ୍ଗିରରୁ ପ୍ରଥମ ଥର ପାଇଁ ଜର୍ମାନୀ ଓ ଇଟାଲୀକୁ ରପ୍ତାନି ହେଲା ଆମ୍ବ

June 8, 2026

ବିସ୍ତୃତ ରାଶିଫଳ: ଜୁନ ୮ ତାରିଖ ସୋମବାରରେ ଆଠଟି ରାଶିର ବ୍ୟକ୍ତି ପାଇବେ ଖୁସି ଖବର

June 8, 2026
Latest News

ଫିଲିପାଇନ୍ସରେ ଭୟଙ୍କର ଭୂମିକମ୍ପ, ସୁନାମି ସତର୍କତା ଜାରି

June 8, 2026

ଦେବସ୍ନାନ ପୂର୍ଣ୍ଣିମାରେ ଗଜାନନ ବେଶ ଧାରଣ କରନ୍ତି ଶ୍ରୀଜଗନ୍ନାଥ, ଏହାର ରହସ୍ୟ କଣ?

June 8, 2026

ବଲାଙ୍ଗିରରୁ ପ୍ରଥମ ଥର ପାଇଁ ଜର୍ମାନୀ ଓ ଇଟାଲୀକୁ ରପ୍ତାନି ହେଲା ଆମ୍ବ

June 8, 2026

ବିସ୍ତୃତ ରାଶିଫଳ: ଜୁନ ୮ ତାରିଖ ସୋମବାରରେ ଆଠଟି ରାଶିର ବ୍ୟକ୍ତି ପାଇବେ ଖୁସି ଖବର

June 8, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.