Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ଜନତା ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାଗ ନେବ: ଡକ୍ଟର ସସ୍ମିତ ପାତ୍ର
ଆଜିର ଖବର

ବିଜୁ ଜନତା ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାଗ ନେବ: ଡକ୍ଟର ସସ୍ମିତ ପାତ୍ର

January 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତାକାଲି ଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ। ହେଲେ ତିନି କୃଷି ବିଲକୁ ନେଇ ବିରୋଧୀ ଦଳ ଏକଜୁଟ୍ ହୋଇ ରାଷ୍ଟ୍ରପତିଙ୍କ ଅଭିଭାଷଣ ସମୟରେ ଉପସ୍ଥିତ ରହିବେ ନାହିଁ ବୋଲି ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ବିଜୁ ଜନତା ଦଳ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାଗ ନେବ ବୋଲି ନିଷ୍ପତ୍ତି ନେଇଛି। ଦଳ ଉଭୟ ଗୃହରେ ରାଜ୍ୟ ପ୍ରସଙ୍ଗ ଉଠାଇବ। ଏନେଇ ବିଜେଡି ରାଜ୍ୟସଭା ସାଂସଦ ତଥା ମୁଖ୍ୟ ସଚେତକ ଡକ୍ଟର ସସ୍ମିତ ପାତ୍ର କହିଛନ୍ତି।

ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ବିରୋଧ କରୁଥିବା ଦଳଗୁଡିକ ହେଲା କଂଗ୍ରେସ, ଏନସିପି, ଶିବସେନା, ଆରଜେଡି, ସିପିଆଇଏମଏଲ, ସିପିଆଇ, ସମାଜବାଦୀ ପାର୍ଟି, ଜେକେଏନସି, ଡିଏମକେ, ଏଆଇଟିସି, ଆଇୟୁଏମଏଲ, ଆରଏସପି, ପିଡିପି, ଏମଡିଏମକେ, କେରଳ କଂଗ୍ରେସ ଓ ଏଆଇୟୁଡିଏଫ।

ଡକ୍ଟର ସସ୍ମିତ ପାତ୍ର ବଜେଟ୍ ଅଧିବେଶନ ରାଷ୍ଟ୍ରପତିଙ୍କ ଅଭିଭାଷଣ ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.