Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବେଙ୍ଗାଲୁରୁରେ ଭାରତର ଶକ୍ତି ପ୍ରଦର୍ଶନ: ଏରୋ ଇଣ୍ଡିଆ ୨୦୨୧ କୁ ଉଦଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ
ଆଜିର ଖବର

ବେଙ୍ଗାଲୁରୁରେ ଭାରତର ଶକ୍ତି ପ୍ରଦର୍ଶନ: ଏରୋ ଇଣ୍ଡିଆ ୨୦୨୧ କୁ ଉଦଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ

February 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଙ୍ଗାଳୁରୁ: ଏସିଆ ମହାଦେଶର ସବୁଠୁ ବଡ଼ ଏୟାର ସୋ ଏରୋ ଇଣ୍ଡିଆ ୨୦୨୧ ବେଙ୍ଗାଲୁରୁ ୟେଲହାଙ୍କା ଏୟାରଫୋର୍ସ ଷ୍ଟେସନରେ ଆଜିଠାରୁ ଆରମ୍ଭ ହୋଇଛି। ଏରୋ ଇଣ୍ଡିଆ ଏସିଆ ମହାଦେଶର ସବୁଠୁ ବଡ଼ ଏୟାର ସୋ। ଏହି ସୋ’ ରେ ୧୪ ଟି ଦେଶ ସାମିଲ ହୋଇଛନ୍ତି। ଏଥିରେ ଭାରତର ତେଜସ, ରାଫେଲ ଶକ୍ତି ପ୍ରଦର୍ଶନ କରୁଛନ୍ତି। ଆଜିଠାରୁ ଏହି ଏୟାର ସୋ’ ତିନି ଦିନ ପାଇଁ ଚାଲିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏହାକୁ ଉଦଘାଟନ କରିଛନ୍ତି। ଉଦଘାଟନ ଉତ୍ସବରେ ସେନାରେ ଆଧୁନିକକରଣ ଉପରେ ପ୍ରତିରକ୍ଷା ମନ୍ତ୍ରୀ ଗୁରୁତ୍ଵ ଦେଇଛନ୍ତି। ଆଗାମୀ ୭/୮ ବର୍ଷ ଭିତରେ ୧୩୦ ବିଲିଅନ ଡ଼ଲାର ପ୍ରତିରକ୍ଷା କ୍ଷେତ୍ରରେ ଖର୍ଚ୍ଚ ଯୋଜନା ରଖାଯାଇଛି ବୋଲି ଶ୍ରୀ ସିଂହ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ସିଡିଏସ ଜେନେରାଲ୍ ବିପିନ ରାଓ୍ୱତ ସମେତ ତିନି ସେନା ମୁଖ୍ୟ ଉପସ୍ଥିତ ଥିଲେ। ଏରୋ ଇଣ୍ଡିଆ ସୋ’ର ଉଦଘାଟନ ଉତ୍ସବରେ ଏମଆଇ-୧୭ ହେଲିକପ୍ଟର ଫ୍ଲାଗପାଷ୍ଟରେ ସାମିଲ ହୋଇଥିଲା।

ଏସିଆ ମହାଦେଶ ପ୍ରତିରକ୍ଷା ମନ୍ତ୍ରୀ ବଡ଼ ଏୟାର ସୋ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା “ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ”

August 24, 2026

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026
Latest News

ଆଇନ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା “ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ”

August 24, 2026

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.