Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୪୦୮ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧୨ ହଜାର ୪୦୮ ଆକ୍ରାନ୍ତ ଚିହ୍ନଟ

February 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୪୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୨ ହଜାର ୫୯୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୮୨୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୯୬ ହଜାର ୩୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୫୧ ହଜାର ୪୬୦  ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଓଭାଲ୍ ଟେଷ୍ଟରେ ବିଜୟ ପରେ ମଧ୍ୟ ନିରାଶ କଲେ ଗୌତମ ଗମ୍ଭୀର: ଦେଖନ୍ତୁ ରିପୋର୍ଟ କାର୍ଡ

August 5, 2025

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025
Latest News

ଓଭାଲ୍ ଟେଷ୍ଟରେ ବିଜୟ ପରେ ମଧ୍ୟ ନିରାଶ କଲେ ଗୌତମ ଗମ୍ଭୀର: ଦେଖନ୍ତୁ ରିପୋର୍ଟ କାର୍ଡ

August 5, 2025

ଅଗଷ୍ଟ ୬ରେ କର୍ତ୍ତବ୍ୟ ଭବନ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

August 5, 2025

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

August 5, 2025

ବଳଙ୍ଗା ପୀଡିତାଙ୍କ ପୈତୃକ ଗ୍ରାମ ବାୟାବର ଯାଇ ଶେଷ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

August 5, 2025

କାହା ପାଇଁ ଆଜିର ଦିନଟି ସୁଖ ଆଣିବ, କାହାର ବିଗିଡିବ ସ୍ୱାସ୍ଥ୍ୟ: ପଢନ୍ତୁ ମଙ୍ଗଳବାର ରାଶିଫଳ

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.