Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାରର ସ୍ୱତନ୍ତ୍ର ଟିମ୍‌ର ବ୍ରହ୍ମପୁର ଆଇଟିଆଇ ପରିଦର୍ଶନ
ଆଜିର ଖବର

ବିହାରର ସ୍ୱତନ୍ତ୍ର ଟିମ୍‌ର ବ୍ରହ୍ମପୁର ଆଇଟିଆଇ ପରିଦର୍ଶନ

February 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁର ସରକାରୀ ଆଇଟିଆଇକୁ ବିହାର ରାଜ୍ୟର ନିଯୁକ୍ତି ଏବଂ ପ୍ରଶିକ୍ଷଣ ବିଭାଗର ନିର୍ଦ୍ଦେଶକ ଆଇଏଏସ୍ ରଂଜିତା ଏବଂ ରାଜ୍ୟର ୧୧ଟି ବିଭିନ୍ନ ଆଇଟିଆଇର ପ୍ରିନସପାଲ୍‌ମାନେ ପରିଦର୍ଶନରେ ଆସିଥିଲେ। ବ୍ରହ୍ମପୁର ଆଇଟିଆଇର ବିଭିନ୍ନ ଟ୍ରେଡ଼୍‌, ସ୍କାର୍ପ ମ୍ୟୁଜିୟମ, ସ୍କାର୍ପ ପାର୍କ, କୋଭିଡ଼୍ ଇନୋଭେସନ ସେଣ୍ଟର ଇତ୍ୟାଦି ବୁଲି ଦେଖିବା ସହ ଏଠାକାର କାର୍ଯ୍ୟଦକ୍ଷତା ଦେଖି ଉଚ୍ଚ ପ୍ରଶଂସା କରିଥିଲେ।

ଏଭଳି କାର୍ଯ୍ୟ ଯୋଗୁଁ ବ୍ରହ୍ମପୁର ଆଇଟିଆଇ ସାରା ଦେଶରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି ବୋଲି ସେମାନେ କହିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ଡ. ରଜତ କୁମାର ପାଣିଗ୍ରାହୀ ସେମାନଙ୍କୁ ବ୍ରହ୍ମପୁର ଆଇଟିଆଇର ଏକ ଛୋଟ ପ୍ରେଜେଣ୍ଟେସନ ମଧ୍ୟ କରାଇଥିଲେ।

ବିହାର
Share. Facebook Twitter LinkedIn Email WhatsApp Copy Link

Related Posts

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026
Latest News

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୩ ତାରିଖ ରବିବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

August 23, 2026

ସମୁଦ୍ରରେ ଜାହାଜ ନିଖୋଜ, ତାଜା ହେଲା ବ୍ଲାକରୋଜ ସ୍ମୃତି

August 22, 2026

ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI

August 22, 2026

ଭାରତୀୟ ରେଳର ଆଉ ଏକ ମାଇଲଖୁଣ୍ଟ: ଗୋଟିଏ ଯାତ୍ରାରେ କଲା ୩୯୨୨ ଟନ୍ ମାଲ ପରିବହନ

August 22, 2026

“ବନ୍ଦେ ମାତରମ୍” ପ୍ରସଙ୍ଗ: ନିଜର ମତ ସ୍ପଷ୍ଟ କଲେ କଂଗ୍ରେସ ନେତା ଶଶି ଥରୁର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.