Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି
ଆଜିର ଖବର

କରୋନାରେ ଆଖି ବୁଜିଲେ ଆଉ ଜଣେ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୧୨କୁ ବୃଦ୍ଧି

February 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି କରୋନାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନାଜନିତ ମୋଟ ମୃତକଙ୍କ ସଂଖ୍ୟା ୧୯୧୨କୁ ବୃଦ୍ଧି ହୋଇଛି। ଆଜି କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଜଣେ ମହିଳା ଏବଂ ତାଙ୍କର ବୟସ ୭୩ ବର୍ଷ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୩୨୨ ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୨୦ ଜଣ।

 

ଓଡିଶା କରୋନା ଆକ୍ରାନ୍ତ ମୃତ୍ୟୁ ସଂଖ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଋଷିକେଶରେ ଆରଭିଏନଏଲ୍ ପ୍ରକଳ୍ପ ସାଇଟ୍ ପରିଦର୍ଶନ କଲେ ଓଡ଼ିଶା ପ୍ରତିନିଧି ଦଳ

March 13, 2026
Latest News

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଋଷିକେଶରେ ଆରଭିଏନଏଲ୍ ପ୍ରକଳ୍ପ ସାଇଟ୍ ପରିଦର୍ଶନ କଲେ ଓଡ଼ିଶା ପ୍ରତିନିଧି ଦଳ

March 13, 2026

ଖୋର୍ଦ୍ଧା ଟାଉନ୍ ଶାଖା ଚଣ୍ଡିଚୁଆ ନୁତନ ଷ୍ଟେଟ୍ ବ୍ୟାଙ୍କର ଶୁଭାରମ୍ଭ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.