Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚଳିତ ବର୍ଷର ପ୍ରଥମ ‘ଆମ ଲୋକକଳା ଓ ଆମ ସଂସ୍କୃତି’ କାର୍ଯ୍ୟକ୍ରମ ସମ୍ବର୍ଦ୍ଧିତ ହେଲେ କଳାହାଣ୍ଡିର ବଜାସାଲ ନୃତ୍ୟଦଳ
ବିଶେଷ ଖବର

ଚଳିତ ବର୍ଷର ପ୍ରଥମ ‘ଆମ ଲୋକକଳା ଓ ଆମ ସଂସ୍କୃତି’ କାର୍ଯ୍ୟକ୍ରମ ସମ୍ବର୍ଦ୍ଧିତ ହେଲେ କଳାହାଣ୍ଡିର ବଜାସାଲ ନୃତ୍ୟଦଳ

February 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚଳିତ ବର୍ଷର ପ୍ରଥମ ‘ଆମ ଲୋକକଳା ଓ ଆମ ସଂସ୍କୃତି’ କାର୍ଯ୍ୟକ୍ରମ ସମ୍ବର୍ଦ୍ଧିତ ହେଲେ କଳାହାଣ୍ଡିର ବଜାସାଲ ନୃତ୍ୟଦଳ

ଭୁବନେଶ୍ୱର, ବର୍ଷର  ପ୍ରଥମ ‘ଆମ ଲୋକକଳା ଓ ଆମ ସଂସ୍କୃତି’ କାର୍ଯ୍ୟକ୍ରମ ଉତ୍କଳ ମଣ୍ଡପଠାରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ  ପାଣିଗ୍ରାହୀ ଏବଂ ସମ୍ମାନିତ ଅତିଥି ଭାବେ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ ଚଳିତ ବର୍ଷ ନୂଆଦିଲ୍ଲୀଠାରେ ଆୟୋଜିତ ସାଧାରଣତନ୍ତ୍ର ଦିବସରେ ଅଂଶଗ୍ରହଣ କରି ପ୍ରଶଂସିତ ହୋଇଥିବା କଳାହାଣ୍ଡିର ବଜାସାଲ ଦଳକୁ ସମ୍ବର୍ଦ୍ଧିତ କରିଥିଲେ ।

ନିକଟରେ ନୂଆଦିଲ୍ଲୀର ଜନରାଜ୍ୟ ଦିବସ ପ୍ୟାରେଡ୍‌ରେ ଭାଗନେଇଥିବା କଳାହାଣ୍ଡିର ‘ବଜାସାଲ୍‌’ ନୃତଦଳକୁ ତାଙ୍କର ଚିତ୍ତାକର୍ଷକ ପରିବେଷଣ ପାଇଁ ବଧେଇ ଜଣାଇଥିଲେ। ସେହିପରି ଅନ୍ୟତମ ସମ୍ମାନିତ ଅତିଥି ବିଭାଗୀୟ  ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁ ପଦ ସେଠୀ ରାଜ୍ୟରେ ୪୨୦ଟି ଲୋକକଳା ରହିଥିବା ବେଳେ ଏଥିରେ ସଂପୃକ୍ତ କଳାକାରମାନଙ୍କ ଜୀବନ ଜୀବିକାକୁ ବଞ୍ଚାଇ ରଖିବାର ଦାୟିତ୍ୱଏହି ବିଭାଗର ବୋଲି କହିଥିଲୋ ଏହି ଉତ୍ସବ ପ୍ରତି ମାସ ୨୦ ତାରିଖରେ ଗୋଟିଏ ଗୋଟିଏ ଲୋକକଳାକୁ ନେଇ ଆୟୋଜିତ ହେବ ବୋଲି କହିଥିଲେ ।

ମଞ୍ଚରେ କଳାହାଣ୍ଡିର ବଜାସାଲର ଭବ୍ୟ  ପରିବେଷଣ ଦର୍ଶକଙ୍କୁ ବାନ୍ଧି ରଖିଥିଲା । ସେହିପରି ବଲାଙ୍ଗୀରରୁ ଆସିଥିବା ଦୁଲ୍‌ଦୁଲି ପରିବେଷଣ କରାଯାଇଥିଲା ଏବଂ ଦୁଲିଦୁଲିର ଟିମ୍‌ ଲିଡର ପାଣିନା ମିଶ୍ରଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଅପରାହ୍ନରେ କଳାକାରମାନଙ୍କୁ ନେଇ ଏକ ଚିତ୍ତାକର୍ଷକ ସାଂସ୍କୃତିକ ଶୋଭାଯାତ୍ରା ରବୀନ୍ଦ୍ରମଣ୍ଡ ପଠାରୁ ବାହାରି ଉତ୍କଳ ମଣ୍ଡପ ପର୍ଯ୍ୟନ୍ତ ପରିକ୍ରମା କରିଥିଲା।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

October 31, 2025
BJP Ads
Latest News

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.