Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ: ମନ୍ତ୍ରୀ ସମୀର ରଞ୍ଜନ ଦାଶ
ଆଜିର ଖବର

ଏବେ ଖୋଲିବନି ପ୍ରଥମରୁ ଅଷ୍ଟମ ଶ୍ରେଣୀ: ମନ୍ତ୍ରୀ ସମୀର ରଞ୍ଜନ ଦାଶ

February 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମଣ ପୁଣି ବଢିବାରେ ଲାଗିଛି। ଗୁଜୁରାଟ ଏବଂ ମହାରାଷ୍ଟ୍ର ଭଳି ରାଜ୍ୟରେ ଲକଡାଉନ କଟକଣା ଆରମ୍ଭ ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲା ଯାଇପାରିବ ନାହିଁ।

ସ୍କୁଲ ଓ ଗଣଶିକ୍ଷା ବିଭାଗ ଏନେଇ ନିଷ୍ପତ୍ତି ନେଇଛି। ଆଗାମୀ ଦିନରେ କରୋନା ସ୍ଥିତି ଦେଖି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ସୀମାନ୍ତ ଜିଲ୍ଲାଗୁଡ଼ିକରେ ନୋଡାଲ ଅଫିସରମାନେ କୋଭିଡ ନିୟମ ପାଳନ ନେଇ ତଦାରଖ କରୁଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

କରୋନା ସଂକ୍ରମଣ ସମୀର ରଞ୍ଜନ ଦାଶ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026

ଡ୍ୟାମରେ ବୁଡି ନାବାଳକ ମୃତ

May 31, 2026

ସିରିଜ ଦୁର୍ଘଟଣା: ୩ ଗୁରୁତର

May 31, 2026
Latest News

ଆଉ ନିଅନ୍ତୁ ନାହିଁ ଇଭି ଚାର୍ଜର ଟେନସନ, ଏହି ଆପ କହିବ ଚାର୍ଜିଂ ଷ୍ଟେସନ୍ କେଉଁଠି ?

June 1, 2026

ଆଜି ଜୁନ ୦୧ ତାରିଖ ସୋମବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ଯାନବାହନ ପ୍ରତି ରୁହନ୍ତୁ ସାବଧାନ

June 1, 2026

କୋହିଲି ଦେଲେ ‘ବିରାଟ’ ବିଜୟ: କ୍ରମାଗତ ଦ୍ଵିତୀୟ ଥର ଟାଇଟଲ ଜିତିଲା RCB

May 31, 2026

ମିଆଁମାରରେ ଭୟଙ୍କର ବିସ୍ଫୋରଣ : ୫୫ରୁ ଅଧିକ ଲୋକଙ୍କର ମୃତ୍ୟୁ

May 31, 2026

ରଥଯାତ୍ରା ଲାଗି ସ୍ଥିର ହେଲା ନୀତିନିର୍ଘଣ୍ଟ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.