Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଗଂଜାମ ପୋଲିସର ବଡ ସଫଳତା, ତିନି କୋଟି ଟଙ୍କାର ଚୋରା ସୁନା ଅଳଙ୍କାର କଲା ଜବତ
ଅପରାଧ

ଗଂଜାମ ପୋଲିସର ବଡ ସଫଳତା, ତିନି କୋଟି ଟଙ୍କାର ଚୋରା ସୁନା ଅଳଙ୍କାର କଲା ଜବତ

March 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଂଜାମ ପୋଲିସର ବଡ ସଫଳତା, ତିନି କୋଟି ଟଙ୍କାର ଚୋରା ସୁନା ଅଳଙ୍କାର କଲା ଜବତ

ଭୁବନେଶ୍ବର, ଆଜି ଗଂଜାମ ପୋଲିସକୁ ଏକ ବଡ ସଫଳତା ମିଳିଛି। ପୁରୁଷୋତ୍ତମପୁର ପୋଲିସ ଜବତ କରିଛି ଏକାଥରେ 3 କୋଟି 50 ଲକ୍ଷ ଟଙ୍କାର ଚୋରା ସୁନା ଅଳଙ୍କାର। ଏଥିରେ ଭଳିକି ଭଲି ସୁନା ଚେନ, ହାର ପ୍ରଭୃତି ରହିଛି। ଏତେ ପରିମାଣର ସୁନା ଅଳଙ୍କାର ଜବତ କରିବା ଗଂଜାମ ପୋଲିସ ପାଇଁ ଏକ ରେକର୍ଡ।

ସେତିକି ନୁହେଁ  4 ଲକ୍ଷ 44 ହଜାର 5 ଶହ ଟଙ୍କା ମଧ୍ୟ ପୋଲିସ ଜବତ କରିଛି। ସୁନା ଅଳଙ୍କାର ବ୍ୟତିତ ଚୋରୀ ଷ୍ଟାବଲାଇଜର, ଡିଭିଆର, ମୋବାଇଲ ଫୋନ ସହିତ ଘର କାନ୍ଥ ଭଙ୍ଗା ମେସିନ ମଧ୍ୟ ଜବତ କରାଯାଇଛି। ଏ ନେଇ ପୋଲିସ 15 ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବୋଲି ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୂଚନା ଦେଇଛନ୍ତି। ଗିରଫଙ୍କ ମଧ୍ୟରେ 5 ଜଣ ଚୋରା ସୁନା ଗ୍ରହଣକାରୀ ମଧ୍ୟ ଅଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା

January 15, 2026

ରାଜକୋଟରେ ଟିମ୍ ଇଣ୍ଡିଆ ‘ସୁପର ଫ୍ଲପ୍’: ୭ ୱିକେଟରେ ପରାସ୍ତ କଲା ନ୍ୟୁଜିଲ୍ୟାଣ୍ଡ

January 14, 2026

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026
Latest News

ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା

January 15, 2026

ରାଜକୋଟରେ ଟିମ୍ ଇଣ୍ଡିଆ ‘ସୁପର ଫ୍ଲପ୍’: ୭ ୱିକେଟରେ ପରାସ୍ତ କଲା ନ୍ୟୁଜିଲ୍ୟାଣ୍ଡ

January 14, 2026

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026

ଛତିଶଗଡ଼ ଏବଂ ଓଡ଼ିଶା ଉପକ୍ଷେତ୍ରରେ ଦଶମ ପ୍ରତିରକ୍ଷା ବାହିନୀର ପୂର୍ବତନ ସୈନିକ ଦିବସ ପାଳନ

January 14, 2026

ନଅଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ ଘୋଷଣାକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.