Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ
ଆଜିର ଖବର

ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

March 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ହୁମ୍ମା କେଉଟ ସାହିରେ ଜଣେ ଯୁବକଙ୍କୁ ଅତ୍ୟନ୍ତ ନିର୍ଦ୍ଦୟ ଭାବେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ହୁମ୍ମା ବଡ଼ସାହି ଗ୍ରାମର ଦଣ୍ଡପାଣି ବିଶ୍ୱାଳ। ଦଣ୍ଡପାଣି ଗତକାଲି ରାତିରେ ଶୌଚ ହେବାକୁ ଯାଇ ଆଉ ଘରକୁ ଯାଇ ଫେରିନଥିଲେ। ଆଜି ସକାଳେ ତାଙ୍କ ମୃତଦେହ କେଉଟ ସାହି ନିକଟରେ ପଡିଥିବା ଏବଂ ମୃତଦେହ ନିକଟରେ ଭଙ୍ଗା ଇଟା, କାଠ ଫାଳିଆ ପଡିଥିବା ଦେଖିବାକୁ ମିଳିଥିଲା।

ଖବର ପାଇ ହୁମ୍ମା ଫାଣ୍ଡି ଅଧିକାରୀ ଓ ରମ୍ଭା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ପଠାଇଛନ୍ତି। ପୋଲିସ ପକ୍ଷରୁ ଏନେଇ ଛାନଭିନ୍ ଜାରୀ ରହିଛି। ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଠାକୁର ପ୍ରସାଦ ପାତ୍ର ଘଟଣାସ୍ଥଳରେ ପହଂଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ହତ୍ୟା ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.