Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କଳାହାଣ୍ଡି ପୋଲିସର ସଫଳତା: ମୋଟେର ଡକାୟତି ଘଟଣାର ଅଭିଯୁକ୍ତ ଗିରଫ
ଅପରାଧ

କଳାହାଣ୍ଡି ପୋଲିସର ସଫଳତା: ମୋଟେର ଡକାୟତି ଘଟଣାର ଅଭିଯୁକ୍ତ ଗିରଫ

March 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: କୋକସରା ପୋଲିସ ପକ୍ଷରୁ ତନାଘନା ତଦନ୍ତ କରାଯାଇ ଆଧୁନିକ ଜ୍ଞାନକୌଶଳ ପ୍ରୟୋଗ ଦ୍ୱାରା ମୋଟେର ଠାରେ ଜାତୀୟ ରାଜପଥ ପାଶ୍ୱର୍ରେ ଥିବା ଶିକ୍ଷକଙ୍କ ଘରୁ ହୋଇଥିବା ଲୁଟ ଘଟଣାରେ ଅଭିଯୁକ୍ତ ମାନଙ୍କୁ ଧରିବାକୁ ସକ୍ଷମ ହୋଇଥିବା ପ୍ରକାଶ।

ପୋଲିସ ପକ୍ଷରୁ ଅଭିଯୁକ୍ତ ମାନଙ୍କଠାରୁ ଲୁଟ ହୋଇଥିବା ପ୍ରାୟ ନଅଲକ୍ଷ ଟଙ୍କାର ସାମଗ୍ରୀ ଜବତ କରି ଅଭିଯୁକ୍ତ (୧) ବାପି ଓରଫ ବାପିନା ବେହେରା (୨୬) ପିତା- ଜଳଧର ବେହେରା ଗ୍ରାମ- ବାଉନଶକିନା, ଥାନା ଭୂବନ ଜିଲ୍ଲା- ଢେଙ୍କାନାଳ (୨) ଦୀପୁ ଓରଫ ଦୀପକ କୁମାର ସ (୨୪) ପିତା- ରାମ କୁମାର ସ ଗ୍ରାମ- ବେଦବ୍ୟାସ ରାଉରକେଲା ଥାନା- ବ୍ରାହ୍ମଣି ତରଙ୍ଗ ଜିଲ୍ଲା ସୁନ୍ଦରଗଡ (୩) ସୂରଜ କୁମାର ମାଝୀ (୨୫) ପିତା ଉଦ୍ଧବ ମାଝୀ ଗ୍ରାମ ବାନ୍ଦୋପଲା ଥାନା ଟିଟିଲାଗଡ ଜିଲ୍ଲା ବଲାଙ୍ଗୀର କୁ ଗିରଫ କରି ସେମାନଙ୍କ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ।

ପୋଲିସ ପକ୍ଷରୁ କଳାହାଣ୍ଡି ଏସପି ଶବଚ୍ଚ ବିବେକଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବହୁଚର୍ଚ୍ଚିତ ଏହି ଲୁଟ ଘଟଣାର ଚାନଭିନ କରାଯାଇ ସଫଲ ହୋଇଥିବା ଜଣାପଡିଛି। ଅଭିଯୁକ୍ତ ମାନେ ଅନେକ ଆନ୍ତଜିଲ୍ଲା ଡକାୟତିରେ ସଂଶ୍ଳିଷ୍ଟ ଥିବା ପୋଲିସ ସୂତ୍ରରୁ ପ୍ରକାଶ।

ସୂଚନା ଯୋଗ୍ୟ, ଗତ ଡିସେମ୍ବର ଶେଷ ସପ୍ତାହରେ ମୋଟେର ଠାରେ ବନ୍ଧୁକ ମୁନ ରେ ଶିକ୍ଷକ ଯଯାତି ପଟ୍ଟେଯାଷୀଙ୍କ ଘରୁ ପାଂଚଜଣ ଲୁଟେରା ଡକାୟତି କରିଥିବା ଅଭିଯୋଗ ହୋଇଥିଲା। ପୋଲିସ ପକ୍ଷରୁ କେଶ ନଂ. ୨୮୬/୨୦୨୦ ରେ ଏକ ମାମଲା ରୁଜ୍ଜୁ କରାଯାଇ ଘଟଣାର ତଦନ୍ତ କରାଯାଉଥିଲା। ପୋଲିସ ପକ୍ଷରୁ ଏଭଲି ସଫଳତା ପାଇଁ ସାଧାରଣରେ ପ୍ରଶଂସା କରାଯାଇଛି।

ଅଭିଯୁକ୍ତ ଗିରଫ କଳାହାଣ୍ଡି
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Latest News

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.