Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୦୦ ଟଙ୍କିଆ ନୋଟ ବନ୍ଦ ହୋଇଯିବ କି? ଏହାର ଉତ୍ତରରେ କଣ କହିଲେ କେନ୍ଦ୍ର ଅର୍ଥମନ୍ତ୍ରୀ
ଆଜିର ଖବର

୨୦୦୦ ଟଙ୍କିଆ ନୋଟ ବନ୍ଦ ହୋଇଯିବ କି? ଏହାର ଉତ୍ତରରେ କଣ କହିଲେ କେନ୍ଦ୍ର ଅର୍ଥମନ୍ତ୍ରୀ

March 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
2000 ଟଙ୍କା ନୋଟ ବନ୍ଦ ହୋଇଯିବ କି ? ଏହାର ଉତ୍ତରରେ କଣ କହିଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶରେ ୨୦୦୦ ଟଙ୍କା ନୋଟ ମିଳୁ ନାହିଁ। ବ୍ୟାଙ୍କ ହେଉ କିମ୍ବା ଏଟିଏମ, ୨୦୦୦ ଟଙ୍କା ନ ମିଳିବାର କାରଣ କଣ ? ଏହିପରି ଏକ ପ୍ରଶ୍ନ ସଂସଦରେ ଉତ୍ଥାପନ କରିଥିଲେ ଏମଡିଏମକେ ସାଂସଦ ଏ ଗଣେଷମୂର୍ତ୍ତି। ସରକାର କଣ ୨୦୦୦ ଟଙ୍କା ବନ୍ଦ କରିଦେବେ କି ବୋଲି ମଧ୍ୟ ସେ ଜାଣିବାକୁ ଚାହିଁଥିଲେ।

ଏହାର ଉତ୍ତରରେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର କହିଥିଲେ ଯେ, ୨୦୦୦ ଟଙ୍କା ନୋଟ  ଗତ ଦୁଇ ବର୍ଷ ଧରି ଆଉ ନୂଆ ପ୍ରିଣ୍ଟ କରାଯାଇ ନାହିଁ। ସୋମବାର ଦିନ ସଂସଦରେ ଉତ୍ତର ରଖି ସେ କହିଥିଲେ ଯେ, ଗତ ୨୦୧୯-୨୦ ଏବଂ ୨୦୨୦-୨୧ ମସିହାରେ ଏହା ପ୍ରିଣ୍ଟ ହେବା ପାଇଁ ଦିଆଯାଇ ନାହିଁ।

୨୦୧୬ ମସିହାରେ ବିମୁଦ୍ରୀକରଣ ପରେ ଏହି ୨୦୦୦ ଟଙ୍କା ନୋଟ ବଜାରକୁ ଆସିଥିଲା। ତେବେ ଏହାର ବ୍ୟବହାର ବହୁତ କମ ହେଉ ଥିବାର ପରିଲକ୍ଷିତ ହୋଇଛି। ତେବେ ଏହି ନୋଟ ବନ୍ଦ ହେବାର ଏ ପର୍ଯ୍ୟନ୍ତ କୌଣସି ଯୋଜନା ନାହିଁ ବୋଲି ଜଣାପଡିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026

Urdu Poets’ Conference: ଭୁବନେଶ୍ବରରେ ଆୟୋଜିତ ହେଲା ଉର୍ଦ୍ଦୁ କବି ସମ୍ମିଳନୀ

August 12, 2026

World Elephant Day: ବନତାରା ତରଫରୁ ରାଜସ୍ଥାନର ହାତୀ ଗାଁ ରେ ବୟସ୍କ ହାତୀଙ୍କ ଚିକିତ୍ସା

August 12, 2026
Latest News

ବେଲୁଚିସ୍ତାନରେ ପାକିସ୍ତାନୀ ସେନାର ନରସଂହାର: ୯ ଶିଶୁ ଓ ୭ ମହିଳାଙ୍କ ସମେତ ୨୮ ମୃତ

August 12, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ୬ ବିଭାଗର ୧୦ ପ୍ରସ୍ତାବକୁ ମଞ୍ଜୁରୀ, ପେପରଲେସ୍‌ ହେବ ସରକାରୀ କାର୍ଯ୍ୟାଳୟ

August 12, 2026

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO

August 12, 2026

Urdu Poets’ Conference: ଭୁବନେଶ୍ବରରେ ଆୟୋଜିତ ହେଲା ଉର୍ଦ୍ଦୁ କବି ସମ୍ମିଳନୀ

August 12, 2026

World Elephant Day: ବନତାରା ତରଫରୁ ରାଜସ୍ଥାନର ହାତୀ ଗାଁ ରେ ବୟସ୍କ ହାତୀଙ୍କ ଚିକିତ୍ସା

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.