Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦଳୀୟ ଚିହ୍ନକୁ ଇବିଏମରୁ ହଟାଇବା ଲାଗି ଉଚ୍ଚତମ ନ୍ୟାୟଳୟର ଦ୍ୱାରାସ୍ଥ ହେଲେ ବିଜେପି ନେତା
ଆଜିର ଖବର

ଦଳୀୟ ଚିହ୍ନକୁ ଇବିଏମରୁ ହଟାଇବା ଲାଗି ଉଚ୍ଚତମ ନ୍ୟାୟଳୟର ଦ୍ୱାରାସ୍ଥ ହେଲେ ବିଜେପି ନେତା

March 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
CJP ପ୍ରତିବାଦ: ସ୍ୱତନ୍ତ୍ର ଭରଦ୍ୱାଜ ମାମଲାରେ ଗମ୍ଭୀର ହେଲେ CJI 

ନୂଆଦିଲ୍ଲୀ: ଇବିଏମରୁ ଦଳୀୟ ଚିହ୍ନକୁ ହଟାଯାଇ ସେହି ସ୍ଥାନରେ ପ୍ରାର୍ଥୀଙ୍କ ନାମ, ବୟସ, ଯୋଗ୍ୟତା ଏବଂ ଫଟୋ ରଖିବା ଲାଗି ଉଚ୍ଚତମ ନ୍ୟାୟଳୟରେ ଏକ ଯାଚିକା ଦାୟର କରାଯାଇଛି। ଶାସକ ଦଳର ଜଣେ ନେତା ଉଚ୍ଚତମ ନ୍ୟାୟଳୟରେ ଏହି ମାମଲା ରୁଜ୍ଜୁ କରିଛନ୍ତି। ବିଜେପି ନେତା ତଥା ଓକିଲ ଅଶ୍ଵିନୀ କୁମାର ଉପାଧ୍ୟାୟ ଏହି ଯାଚିକା ଦାୟର କରିଛନ୍ତି।

ଏହି ଯାଚିକା ଉପରେ କୋଣସି ନୋଟିସ ହୋଇପାରିବେ ନାହିଁ ବୋଲି ଉଚ୍ଚତମ ନ୍ୟାୟଳୟ  କହିଛନ୍ତି। ଅଟର୍ଣ୍ଣି ଜେନେରାଲ କିମ୍ବା ସଲିସିଟର ଜେନେରାଲଙ୍କୁ ଏହାର ଏକ ନକଲ କପି  ଦେବା ପାଇଁ ଯାଚିକାକର୍ତ୍ତାଙ୍କୁ କୁହାଯାଇଛି। ଏହା ପରେ ଉଚ୍ଚତମ ନ୍ୟାୟଳୟ ଏହି ମାମଲାର ଶୁଣାଣି କରିବ।

ଉଚ୍ଚତମ ନ୍ୟାୟଳୟ
Share. Facebook Twitter LinkedIn Email WhatsApp Copy Link

Related Posts

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026
Latest News

ପିସିବିର ସର୍ତ୍ତ ପ୍ରତ୍ୟାଖ୍ୟାନ: ଡବ୍ଲ୍ୟୁସିଏଲ୍‌ରୁ ଓହରିଲା ପାକିସ୍ତାନ

October 6, 2026

‘ଗ୍ରୀନ୍ ଏନର୍ଜି ଉତ୍କର୍ଷ କେନ୍ଦ୍ର’ ପ୍ରତିଷ୍ଠା ନେଇ ବୁଝାମଣାପତ୍ର ସ୍ୱାକ୍ଷରିତ

October 6, 2026

ରଣଜୀ ଟ୍ରଫି: ପ୍ରଥମ ମ୍ୟାଚ୍‌ ପାଇଁ ମୁମ୍ବାଇ ଦଳରୁ ବାଦ୍ ପଡ଼ିଲେ ସୂର୍ଯ୍ୟକୁମାର

October 6, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିଦର୍ଶନ

October 6, 2026

BJPର ରାଜ୍ୟସଭା ରଣନୀତିରେ ବଡ଼ ପରିବର୍ତ୍ତନ! ଦୁଇ କେନ୍ଦ୍ର ମନ୍ତ୍ରୀଙ୍କ ନାମ ନାହିଁ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.