Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣଙ୍କ ଘରର ସମୃଦ୍ଧି ବଢାଇବା ପାଇଁ ବାସ୍ତୁ ଶାସ୍ତ୍ରରେ ଥିବା ଏହି 5ଟି କଥା ମାନନ୍ତୁ
ଆଜିର ଖବର

ଆପଣଙ୍କ ଘରର ସମୃଦ୍ଧି ବଢାଇବା ପାଇଁ ବାସ୍ତୁ ଶାସ୍ତ୍ରରେ ଥିବା ଏହି 5ଟି କଥା ମାନନ୍ତୁ

March 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ବିଭିନ୍ନ ଫଟୋ ରଖିଲେ ସୌନ୍ଦର୍ଯ୍ୟ ବୃଦ୍ଧି ସହିତ ଏହାର ପ୍ରଭାବ ମଧ୍ୟ ପରିଲକ୍ଷିତ ହୋଇଥାଏ। ତେବେ ସେହି ଫଟୋକୁ ଠିକ ଦିଗରେ ନ ରଖିଲେ ହୁଏତ ଏହାର କୁପ୍ରଭାବ ପଡିବାର ସମ୍ଭାବନା ଥାଏ। ଜାଣନ୍ତୁ କେଉଁ ପ୍ରକାରର ଫଟୋ କେଉଁ ଦିଗରେ ରଖିବା ଉଚିତ।

1-ନିଜ ଘରର ଉତ୍ତର ଦିଗରେ ଯଦି ଆମେ ଶୁଆର ଫଟୋ ବା ମୂର୍ତ୍ତି ଲଗାଇବା ତା‘ହେଲେ ଏହା ଅତ୍ୟନ୍ତ ଶୁଭ ଫଳ ପ୍ରଦାନ କରିବ। ଏହି ଫଟୋ ଲଗାଇବା ଦ୍ବାରା ଘରେ ରହୁଥିବା ସନ୍ତାନ ସନ୍ତତିମାନେ ପାଠପଢାରେ ମନୋନିବେଶ କରିବେ। ଏହାସହିତ ପରିବାର ଲୋକଙ୍କ ଆୟୁ ବଢବ। ଘରେ କୌଣସି ରୋଗ ରହିବ ନାହିଁ ସେହିପରି ଅଭାବ ମଧ୍ୟ ଦୂର ହେବ।

2- ଯଦି ଆପଣ ଧାତୁରେ ନିର୍ମିତ କଇଁଚ ଘରକୁ ଆଣିବେ ଏହା ଅତ୍ୟନ୍ତ ଶୁଭ ହେବ। ରୂପା, ପିତ୍ତଳ କିମ୍ବା ତମ୍ବାର କଇଁଚ ଆଣି ଏହାକୁ ଉତ୍ତର ଦିଗରେରଖିବା ଆବଶ୍ୟକ। ଏହାଦ୍ବାରା ଘରେ ସୁଖ-ସୌଭାଗ୍ୟ ରହିବ।

3- ଯଦି ଆପଣ ଧନ ସମ୍ବନ୍ଧୀୟ ସମସ୍ୟାରେ ପୀଡିତ ଅଛନ୍ତି ତେବେ ନିଜ ଘରକୁ ମୋତି ଶଙ୍ଖ ଆଣନ୍ତୁ। ଏହି ଶଙ୍ଖକୁ ବିଧି ବିଧାନ ସହିତ ପୂଜା କରି ନିଜ ଆଲମାରୀ କିମ୍ବା ଅଫିସ୍‌ରେ ରଖନ୍ତୁ। ଏହା ଦ୍ବାରା ଆର୍ଥିକ ସଂକଟ ଦୂର ହେବା ସହିତ ଆମଦାନୀର ସ୍ତ୍ରୋତ ବଢିବ।

4- ଯଦି ଆପଣଙ୍କ କାମ ହେଉ ହେଉ ବିଗିଡି ଯାଉଛି, ଆପଣଙ୍କ ଭାଗ୍ୟ ଆପଣଙ୍କୁ ସାଥ୍‌ ଦେଉନାହିଁ ତେବେ ଆପଣ ଘରକୁ ମୟୂର ଚନ୍ଦ୍ରିକା ବା ପର ଆଣନ୍ତୁ। ଏହା ଅତ୍ୟନ୍ତ ଶୁଭ ଓ ଚମତ୍କାରୀ। ଏହା ଭାଗ୍ୟକୁ ଚମକାଇଥାଏ। କିନ୍ତୁ ଧ୍ୟାନ ରଖନ୍ତୁ ଆପଣ ମୟୂର ପରର ଗୋଚ୍ଛା ଆଣିବେ ନାହିଁ କେବଳ ଗୋଟିଏ 3ଟି ମୟୂର ପର ଆଣିବେ।

5-ଯଦି ଘରେ କୌଣସି ସମସ୍ୟା ସଦାସର୍ବଦା ରହୁଛି, ତେବେ ଆପଣ ପଦ୍ମବୀଜ ମାଳା ଆଣନ୍ତୁ। ଏହା ମାଳା ଧନ ପ୍ରାପ୍ତି କରାଇଥାଏ। ଏହା ଲକ୍ଷ୍ମୀଙ୍କର ଅତି ପ୍ରିୟ ହୋଇଥାଏ। ଏହାକୁପୂଜା ଘରେ ରଖି ନିଜ ଇଷ୍ଟଦେବୀଙ୍କ ସ୍ମରଣ କରିବା ଦ୍ବାରା ଘରୁ ଦୁଃଖ ଦୂର ହୋଇଥାଏ। ଏହା ସହିତ ଆଗାମୀ ସମୟରେ ଆସିବାକୁ ଥିବା ସମସ୍ତ ବିପତ୍ତିରୁ ମଧ୍ୟ ରକ୍ଷା ମିଳିଥାଏ।

ବାସ୍ତୁ ଶାସ୍ତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.