Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଏନ.ଏ.ସି ରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଯୋଗ ଦେଲେ ଯୁବ ଓମାସ୍ ଅଧିକାରୀ
ଆଞ୍ଚଳିକ

ବାଣପୁର ଏନ.ଏ.ସି ରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଯୋଗ ଦେଲେ ଯୁବ ଓମାସ୍ ଅଧିକାରୀ

March 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଏନ.ଏ.ସି ରେ ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଯୋଗ ଦେଇଛନ୍ତି ଯୁବ ଓମାସ୍ ଅଧିକାରୀ ଅବିନାଶ ମହାନ୍ତି। ନିକଟରେ ବାଣପୁର ଏନ.ଏ.ସି ର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନିଆଲଙ୍କ ନିଜ ମୂଳ ବିଭାଗକୁ ବଦଳି ହୋଇଯାଇଥିବା ସ୍ଥଳେ ଉକ୍ତ ପଦବୀଟି ଖାଲି ପଡିଥିଲା।

ଶ୍ରୀ ମହାନ୍ତି ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡିଶା ମ୍ୟୁନିସିପାଲ ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେବାପରେ ଗତ ବର୍ଷ ଜୁନ ମାସରେ କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ପ୍ରଥମଥର ପାଇଁ ଅବସ୍ଥାପିତ ହୋଇଥିଲେ। ନୂଆକରି ଯୋଗଦାନ ଦେବାପରେ ଜୁନାଗଡ଼ ସହରରେ କୋଭିଡ ନିୟନ୍ତ୍ରଣକୁ ସଫଳ ଭାବେ ପରିଚାଳନା କରିପାରିଥିଲେ ଶ୍ରୀ ମହାନ୍ତି।

ତେବେ ଖୋର୍ଦ୍ଧା ଜିଲ୍ଲାରେ ବର୍ତ୍ତମାନ କରୋନାର ଦ୍ଵିତୀୟ ଲହର ଧୀରେ ଧୀରେ ବଢୁଥିବାବେଳେ ବାଣପୁର ଏନଏସି ଅଞ୍ଚଳରେ ଆସନ୍ତାକାଲିଠାରୁ କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରାଯିବ ବୋଲି ଶ୍ରୀ ମହାନ୍ତି କହିଛନ୍ତି। ଏଥିନିମନ୍ତେ ଆଜିଠାରୁ ସହରରେ ଡ଼ାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।

ତତସହିତ ବାଣପୁର ଏନଏସିରେ ସ୍ଥଗିତ ଥିବା ବହୁ ପୁରୁଣା ଉନ୍ନୟନ ପ୍ରକଳ୍ପକୁ ଯଥାଶୀଘ୍ର ସାରିବା ପାଇଁ ଚେଷ୍ଟାକରିବେ ବୋଲି ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି।

ଅବିନାଶ ମହାନ୍ତି କାର୍ଯ୍ୟନିର୍ବାହୀ ଅଧିକାରୀ ବାଣପୁର ଏନ.ଏ.ସି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

‘୧୦ ବର୍ଷ ପଛକୁ ଚାଲିଯିବ ତାମିଲନାଡୁ’: ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଆନ୍ନାମଲାଇଙ୍କ ଚେତାବନୀ

August 24, 2026

ପଡ଼ିଆରେ ଲଢ଼େଇ ପାଇଁ ଯଶସ୍ୱୀ ଜୟସ୍ୱାଲଙ୍କୁ ଦଣ୍ଡ: ଫର୍ଣ୍ଣାଣ୍ଡୋଙ୍କୁ ମଧ୍ୟ ଜରିମାନା କଲା ଆଇସିସି 

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.