Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆପଣ ଘରେ ପ୍ରଭୃ ଗଣେଷଙ୍କୁ ପୂଜା କରୁଛନ୍ତି କି ? ତେବେ ଜାଣନ୍ତୁ ଏହି କେତୋଟି କଥା
ଆଜିର ଖବର

ଆପଣ ଘରେ ପ୍ରଭୃ ଗଣେଷଙ୍କୁ ପୂଜା କରୁଛନ୍ତି କି ? ତେବେ ଜାଣନ୍ତୁ ଏହି କେତୋଟି କଥା

March 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପ୍ରତ୍ୟେକ ପୂଜାରେ ପ୍ରଥମେ ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ପୂଜା କରାଯାଇଥାଏ। ଘର ହେଉ କି ବ୍ୟବସାୟ ଅଥବା ମାଙ୍ଗଳିକ ଉତ୍ସବ ହେଉ ସବୁଠି ଶ୍ରୀଗଣେଶଙ୍କ ପୂଜା ପ୍ରଥମେ କରାଯାଇଥାଏ। କିଛି ଜାଗାରେ ସବୁଜ ରଙ୍ଗର ଗଣପତିଙ୍କ ମୂର୍ତ୍ତି ଦେଖାଯାଇଥାଏ। ତେବେ ଆସନ୍ତୁ ଜାଣିବା କେଉଁ ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ପୂଜା କରିବା ଦ୍ବାରା କ’ଣ ମିଳିଥାଏ।

ଲାଲ୍‌ ରଙ୍ଗର ଗଣେଶଙ୍କୁ ପୂଜା କରିବା ଦ୍ବାରା ଶୁଭ ଫଳ ମିଳିଥାଏ। କୁହାଯାଏ ଯେ, ଯେତେବେଳେ ଶିର କାଟ ପରେ ପରେ ଶ୍ରୀଗଣେଶଙ୍କର ହାତୀ ମୁଣ୍ଡ ଲଗାଇବା ଦ୍ବାରା ନୂତନ ଜୀବନ ମିଳିଥିଲା। ଏହି ସମୟରେ ମାତା ପାର୍ବତୀ ଗଣେଶଙ୍କୁ ଦେଖି କହିଥିଲେ ତାଙ୍କ ମୁଖରେ ସିନ୍ଦୂର ଦେଖିଥିବାର କହିଥିଲେ। ଏଥିପାଇଁ ମନୁଷ୍ୟ ସର୍ବଦା ଶ୍ରୀଗଣେଶଙ୍କ ପୂଜା କରିବା ସିନ୍ଦୂର ଦେଇ ପୂଜା କରିଥା’ନ୍ତି। ପ୍ରାୟତଃ ମନ୍ଦିରରେ ଲାଲରଙ୍ଗରେ ସଜ୍ଜିତ ଗଣେଶଙ୍କ ମୂର୍ତ୍ତି ଦେଖାଯାଇଥାଏ।

ଶ୍ରୀତତ୍ତ୍ବନିଧି ଗ୍ରନ୍ଥରେ 32 ଗଣପତିଙ୍କ ନାମ ଓ ରୂପର ବର୍ଣ୍ଣନ ରହିଛି। ଏଥିରେ 15 ଗଣପତି ହେଉଛନ୍ତି – ବାଲ ଗଣପତି, ତରୁଣ ଗଣପତି, ବୀର ଗଣପତି, କ୍ଷିପ୍ର ଗଣପତି, ମହା ଗଣପତି, ବିଜୟ ଗଣପତି, ଏକାକ୍ଷର ଗଣପତି, ବର ଗଣପତି, କ୍ଷିପ୍ରପ୍ରସାଦ ଗଣପତି, ସୃଷ୍ଟି ଗଣପତି, ଉଦ୍ଦଣ୍ଡ ଗଣପତି, ଢୁଣ୍ଡି ଗଣପତି, ତ୍ରିମୁଖ ଗଣପତି, ଯୋଗ ଗଣପତି ଓ ସଂକଟ ହର ଗଣପତି ଲାଲ୍‌ ରଙ୍ଗର।

ତେବେ ଯେଉଁମାନେ ଧନ ଲାଭର ଇଚ୍ଛା ରଖିଥାନ୍ତି ସେମାନେ ସର୍ବଦା ସବୁଜ ରଙ୍ଗର ଗଣେଶ ମୂର୍ତ୍ତିଙ୍କର ପୂଜା କରିବା ଆବଶ୍ୟକ। ଦକ୍ଷିଣ ଭାରତରେ ସବୁଜ ରଙ୍ଗର ଗଣେଶଙ୍କ ମୂର୍ତ୍ତି ଥିବା ମନ୍ଦିର ଦେଖାଯାଇଥାଏ। ଯେଉଁଠି ହରିଦ୍ରା ବର୍ଣ୍ଣର ଗଣପତି ବିରାଜମାନ କରିଥାନ୍ତି। ଯଦି ଆପଣ ମୋକ୍ଷ ପାଇବାକୁ ଚାହୁଁଥାନ୍ତି ବା ସଂସାରରୁ ମୁକ୍ତି ପାଇବାକୁ ଇଚ୍ଛା ରଖୁଥାନ୍ତି ତେବେ ଶ୍ବେତ ବର୍ଣ୍ଣ ଅର୍ଥାତ୍‌ ଧଳା ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି ଅବା ଫଟୋର ପୂଜା କରନ୍ତୁ। ଧଳା ରଙ୍ଗର ଗଣେଶଜୀଙ୍କ ମୂର୍ତ୍ତି କିମ୍ବା ଫଟୋକୁ ତିନି ସମୟ ଆରଧନା କରିବା ଦ୍ବାରା ମୋକ୍ଷ ମିଳିଥାଏ।

ତେବେ କିଛି କିଛି ଜାଗାରେ ଗଣେଶଜୀଙ୍କ କଳା, ହଳଦିଆ, ସୁନେଲୀ ଆଦି ରଙ୍ଗର ମୂର୍ତ୍ତି ମିଳିଥାଏ। ଏହି ସମସ୍ତ ରଙ୍ଗର ଗଣପତିଙ୍କୁ ଭିନ୍ନ ଭିନ୍ନ ଉଦ୍ଦେଶ୍ୟ ପାଇଁ ପୂଜା କରାଯାଇଥାଏ।

ଗଣେଷ ଗଣେଷ ପୂଜା ଶ୍ରୀଗଣେଷ
Share. Facebook Twitter LinkedIn Email WhatsApp Copy Link

Related Posts

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026

ହନୁମାନ ମନ୍ଦିରରେ ବଡ଼ ଦୁର୍ଘଟଣା: ଛାତ ଭୁଷୁଡି ୭ ମୃତ, ଉଦ୍ଧାର କାର୍ଯ୍ୟ

June 20, 2026
Latest News

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026

PM Modi Speech in Odia: ମୟୁରଭଂଜରେ ପ୍ରଧାନମନ୍ତ୍ରୀ ମୋଦି କଣ କହିଲେ, ପଢନ୍ତୁ ପୁରା ଭାଷଣ

June 20, 2026

ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା

June 20, 2026

ଜୁଲାଇ ୧ରୁ ସରକାରୀ ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଚେତାବନୀ, ସମୂହ ଇସ୍ତଫା ପାଇଁ ପ୍ରସ୍ତୁତ OMSA

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.