Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିପିଲି ଉପ-ନିର୍ବାଚନ: ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କଲେ ପ୍ରାର୍ଥୀ
ଆଜିର ଖବର

ପିପିଲି ଉପ-ନିର୍ବାଚନ: ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କଲେ ପ୍ରାର୍ଥୀ

March 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ପିପିଲି ଉପ-ନିର୍ବାଚନ ପାଇଁ ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପିପିଲି ଉପ-ନିର୍ବାଚନ ପାଇଁ  ରୁଦ୍ର ପ୍ରତାପ ମହାରଥୀଙ୍କ ନାମ ଘୋଷଣା କରିଛନ୍ତି। ରୁଦ୍ରପ୍ରତାପ ହେଉଛନ୍ତି ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ।

ଏହା ପୂର୍ବରୁ ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଥିଲା। ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ପିପିଲି ଉପ-ନିର୍ବାଚନରେ ବିଧାୟକ ପ୍ରାର୍ଥୀ ହୋଇଛନ୍ତି। ସେ ଆଜି ନିଜର ନାମାଙ୍କନ ପତ୍ର ଦାଖଲ ମଧ୍ୟ କରିସାରିଛନ୍ତି। ଏପ୍ରିଲ ୧୭ ତାରିଖରେ ଉପ-ନିର୍ବାଚନ ପାଇଁ ଭୋଟିଂ ହେବ।

ଉପ-ନିର୍ବାଚନ ପିପିଲି ବିଜେଡି ପ୍ରାର୍ଥୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026
Latest News

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.