Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ, ଅପରାହ୍ନରେ ଯିବେ କଟକ
ଆଜିର ଖବର

ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ, ଅପରାହ୍ନରେ ଯିବେ କଟକ

April 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟାନାଇଡୁ, ଅପରାହ୍ନରେ ଯିବେ କଟକ

ଭୁବନେଶ୍ବର, ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆଜି ମଧ୍ୟାହ୍ନରେ ଉପରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଭୁବନେଶ୍ବରର ବିମାନ ବନ୍ଦରରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉନ୍ନୟନ କମିଶନର ଏବଂ ପୋଲିସ ଡିଜି ସ୍ବାଗତ କରିଥିଲେ।

ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ସିଧା ରାଜଭବନ ଆସିଛନ୍ତି। ସେଠାରେ ସେ ମଧ୍ୟାହ୍ନ ଭୋଜନ କରି ଅପରାହ୍ନରେ କଟକ ଯିବେ। ସେ କାର କେଡରେ କଟକ ଯାଉଥିବାରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଉପରାଷ୍ଟ୍ରପତି କଟକ ସାରଳ ଭବନରେ ଆୟୋଜିତ ଆଦିକବି ସାରାଳ ଦାସଙ୍କ 6 ଶହତମ ଜନ୍ମ ବାର୍ଷିକୀରେ ଯୋଗଦେବେ। ଏଥିସହିତ ସେଠାରେ ସାରଳା ସାହିତ୍ୟ ସଂସଦର 30ତମ ବାର୍ଷିକ ଉତ୍ସବରେ ମଧ୍ୟ ଅଭିଭାଷଣ ରଖିବେ।

ଏହାପରେ ଉପରାଷ୍ଟ୍ରପତି କଟକରୁ ସଂଧ୍ୟା 6ଟା 30 ମିନଟରେ ବାହାରି ରାଜଭବନ ଆସିବେ। ସେଠାରେ ସେ ରାତ୍ରୀ ଯାପନ କରିବେ। ଆସନ୍ତାକାଲି ଉପରାଷ୍ଟ୍ରପତି ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଦିନ ସେ ରାଜଭବନରୁ ଦିନ 10ଟା 10 ରେ ରାଜଭବନ ବାହାରି ବାଣୀବିହାରରେ 10ଟା 20 ରେ ପହଁଞ୍ଚିବେ। ସେଠାରେ ସେ 10ଟା 30 ରୁ 11 ଟା 30 ପର୍ଯ୍ୟନ୍ତ ରହିବେ। ଉତ୍କଳ ବିଶ୍ବବିଦ୍ୟାଳୟ ତରଫରୁ ଉପରାଷ୍ଟ୍ରପତି ସମ୍ମାନଜନକ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରିବେ।

Share. Facebook Twitter LinkedIn Email WhatsApp Copy Link

Related Posts

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026
Latest News

ମୁଦ୍ରିତ ଗଣମାଧ୍ୟମ ସଂସ୍ଥାର ପ୍ରକାଶକ ଓ ପରିଚାଳକଙ୍କୁ ନେଇ ପିଆରଜିଆଇ ପକ୍ଷରୁ ମତବିନିମୟ କାର୍ଯ୍ୟକ୍ରମ

March 20, 2026

ଯାତ୍ରୀ ସୁବିଧା ଓ ସୁରକ୍ଷାର ସମୀକ୍ଷା କଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

March 20, 2026

ଜାନୁଆରୀରେ ଜିଓ ନେଟୱାର୍କରେ ଯୋଡ଼ିହେଲେ ୧.୮ ଲକ୍ଷରୁ ଅଧିକ ନୂତନ ଉପଭୋକ୍ତା: ଟ୍ରାଇ ତଥ୍ୟ

March 20, 2026

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପଖାଳ ଦିବସ ପାଳିତ

March 20, 2026

ନିଶା କାରବାର ବିରୋଧରେ ଅଭିଯାନ ଜୋରଦାର: ପ୍ରାୟ ୩ ହଜାର କେଜି ଗଞ୍ଜେଇ ଜବତ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.