Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଲିଉଡର ଖିଲାଡ଼ି ଷ୍ଟାର ଅକ୍ଷୟ କୁମାରଙ୍କୁ କରୋନା
ଆଜିର ଖବର

ବଲିଉଡର ଖିଲାଡ଼ି ଷ୍ଟାର ଅକ୍ଷୟ କୁମାରଙ୍କୁ କରୋନା

April 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ବଲିଉଡ ଇଣ୍ଡଷ୍ଟ୍ରିର ଜଣେ ବ୍ୟସ୍ତ ଅଭିନେତା ମଧ୍ୟରୁ ଅକ୍ଷୟ କୁମାର ଅନ୍ୟତମ। ୨୦୨୦ ମସିହାରେ ଲାଗିଥିବା କରୋନା କଟକଣା ତଥା ଲକଡାଉନ ପରଠାରୁ ଅକ୍ଷୟ କୁମାର ଲଗାତର ଶୁଟିଙ୍ଗ ଜାରି ରଖିଛନ୍ତି। ସେ ତାଙ୍କ ଫିଲ୍ମକୁ ସମୟ ପୂର୍ବରୁ ଶେଷ କରିବା ପାଇଁ ଲାଗି ପଡିଛନ୍ତି। ହେଲେ ଏହା ଭିତରେ ସେ କରୋନା ଭୂତାଣୁର ସଂସ୍ପର୍ଶରେ ଆସି ସଂକ୍ରମଣ ହୋଇଛନ୍ତି। ସେ ସାମାଜିକ ଗଣମାଧ୍ୟମରେ ଏନେଇ ସୂଚନା ଦେଇଛନ୍ତି।

ଅକ୍ଷୟ ବର୍ତ୍ତମାନ ପୃଥକବାସରେ ଅଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରିବାକୁ ଅନୁରୋଧ ମଧ୍ୟ କରିଛନ୍ତି। ଏହାସହ ସେ ଶୀଘ୍ର ସୁସ୍ଥ ହୋଇ କାମକୁ ଫେରିବେ ବୋଲି ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି।

ଅକ୍ଷୟ କୁମାର କରୋନା ଭୂତାଣୁ ସାମାଜିକ ଗଣମାଧ୍ୟମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026
Latest News

ଆଜି କାନାଡା ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ

February 27, 2026

ଅପରେସନ ସାଇବର କବଚ: ୨୫୫ ଅଭିଯୁକ୍ତ ଗିରଫ

February 27, 2026

ଏଆଇ ସହ ନିତିଦିନିଆ ଆହ୍ବାନର ସମାଧାନ: ଷ୍ଟାର୍ଟଅପ୍‌ମାନଙ୍କ ନୂତନ ପ୍ରୟାସ

February 27, 2026

ଆଠ ମାସରେ ୨ କୋଟି ଥର ଡାଉନଲୋଡ୍ ହୋଇଛି ରେଲୱାନ୍ ସୁପରଆପ୍

February 27, 2026

ପାରାଦୀପ ବନ୍ଦରରେ ସବୁଜ ହାଇଡ୍ରୋଜେନ୍ ଜେଟି ପାଇଁ ୭୯୭ କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

February 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.