Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଲକାତା କମିଶନରଙ୍କ ସମେତ ୩ଅଧିକାରୀଙ୍କୁ ବଦଳାଇଲେ ନିର୍ବାଚନ କମିଶନର
ଆଜିର ଖବର

କୋଲକାତା କମିଶନରଙ୍କ ସମେତ ୩ଅଧିକାରୀଙ୍କୁ ବଦଳାଇଲେ ନିର୍ବାଚନ କମିଶନର

April 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
kolkata police commissioner has transfered by ec
kolkata police commissioner has transfered by ec

ଲୋକସଭା ନିର୍ବାଚନର ଅବ୍ୟବହିତ ପୂର୍ବରୁ କୋଲକାତା କମିଶନରଙ୍କ ସମେତ ଅନ୍ୟ ୩ଅଧିକାରୀଙ୍କୁ ପରିବର୍ତ୍ତନ କରିଛନ୍ତି ନିର୍ବାଚନ କମିଶନ। ଶୁକ୍ରବାର ରାତିରେ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ନିର୍ବାଚନ କମିଶନ କୋଲକାତା ପୋଲିସ କମିଶନର ଅନୁଜ ଶର୍ମାଙ୍କୁ ବଦଳାଇଥିବା ବେଳେ ବିଧାନନଗର କମିଶନର ଜ୍ଞାନବନ୍ତ ସିଂଙ୍କୁ ମଧ୍ୟ ବଦଳାଇଛନ୍ତି। ଏହାସହିତ ପ୍ରଦୁଷଣ ନିୟନ୍ତ୍ରଣ ବିଭାଗର ଏଡିଜି ଡ. ରାଜେଶ କୁମାରଙ୍କୁୂ କୋଲକାତାର ନୂତନ କମିଶନର ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି ନଟରାଜନ ରମେଶ ବାବୁଙ୍କୁ ବିଧାନନଗର କମିଶନର ଭାବରେ ଦାୟିତ୍ବ ପ୍ରଦାନ କରାଯାଇଛି। ଏହା ସହିତ ବିଧାନ ନଗର ବିମାନବନ୍ଦର ବିଭାଗର ଉପ କମିଶନର ଅଭାନ୍ନୁ ରବିନ୍ଦ୍ରନାଥଙ୍କୁ  ବୀରଭୂମର କମିଶନର ଭାବେ ନିଯୁକ୍ତ କରାଯାଇଛି। ଡାଏମଣ୍ଡ ହାର୍ବରର ପୋଲିସ୍‌ ମୁଖ୍ୟ ଭାବରେ ତୃତୀୟ ବାଟାଲିୟନ୍‌ର ଶ୍ରୀହରି ପାଣ୍ଡେଙ୍କୁ ନିଯୁକ୍ତ କରାଯାଇଛି। ଏହି ନିର୍ଦ୍ଦେଶକୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବଦଳି କରାଯାଇଥିବା ଅଧିକାରୀଙ୍କୁ ନିର୍ବାଚନୀ ଡ୍ୟୁଟିରେ ବ୍ୟବହାର ନକରିବାକୁ ମଧ୍ୟ କମିଶନ ନିର୍ଦ୍ଦେଶ ଦେଇଛନ୍ତି।

( ମୋବାଇଲ୍ ରେ ଫଟାଫଟ ଖବର ଜାଣିବା ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଡାଇନଲୋଡ ପରେ ଇଂରାଜୀ କିମ୍ବା ଓଡିଆ ଭାଷା ବାଛି ସବମିଟ୍ କରନ୍ତୁ, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି ଖବର ପରେ ଖବର ପଢି ଚାଲନ୍ତୁ। )

ec. thesamikhsya policecommissioner transfer
Share. Facebook Twitter LinkedIn Email WhatsApp Copy Link

Related Posts

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026
Latest News

ମିସ୍ ୟୁନିଭର୍ସ ଇଣ୍ଡିଆ ୨୦୨୬: କେରଳର କାଜିଆ ଲିଜ୍ ମେଜୋଙ୍କ ମୁଣ୍ଡରେ ବିଜୟ ମୁକୁଟ

August 24, 2026

ଅମରାବତୀ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ: ୩ ନବଜାତ ଶିଶୁ ମୃତ, ୬ ଗୁରୁତର

August 24, 2026

କାହାକୁ ଅଧିକ କାମୁଡ଼େ ମଶା? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

August 24, 2026

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.