Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୩ ହଜାର ୫୫୮ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୩ ହଜାର ୫୫୮ ଆକ୍ରାନ୍ତ ଚିହ୍ନଟ

April 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୭୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୫ ଲକ୍ଷ ୮୯ ହଜାର ୬୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୪୧ ହଜାର ୮୩୦ ଆକ୍ଟିଭ୍‌ କେସ୍ ରହିଛି।

ଆକ୍ରାନ୍ତ ଚିହ୍ନଟ କରୋନା ଅପଡେଟ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ବିସ୍ଫୋରଣ: ଅଭିଯୁକ୍ତ ଆମିରଙ୍କୁ ୧୦ ଦିନିଆ ପୋଲିସ ରିମାଣ୍ଡରେ ପଠାଇଲେ NIA କୋର୍ଟ

November 17, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଦୋଷୀ ସାବ୍ୟସ୍ତ: ମୃତ୍ୟୁଦଣ୍ଡ ଦଣ୍ଡିତ କଲେ କୋର୍ଟ

November 17, 2025

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ ୨୦୨୫’ ଉଦଯାପିତ

November 17, 2025

ତୃତୀୟ ସର୍ବ ଭାରତୀୟ କ୍ରିକେଟ ଚାମ୍ପିୟନସିପ୍: ଚମ୍ପିଆନ ଟିମକୁ ଟ୍ରଫି ପ୍ରଦାନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

November 17, 2025
Latest News

ଦିଲ୍ଲୀ ବିସ୍ଫୋରଣ: ଅଭିଯୁକ୍ତ ଆମିରଙ୍କୁ ୧୦ ଦିନିଆ ପୋଲିସ ରିମାଣ୍ଡରେ ପଠାଇଲେ NIA କୋର୍ଟ

November 17, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଦୋଷୀ ସାବ୍ୟସ୍ତ: ମୃତ୍ୟୁଦଣ୍ଡ ଦଣ୍ଡିତ କଲେ କୋର୍ଟ

November 17, 2025

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ ୨୦୨୫’ ଉଦଯାପିତ

November 17, 2025

ତୃତୀୟ ସର୍ବ ଭାରତୀୟ କ୍ରିକେଟ ଚାମ୍ପିୟନସିପ୍: ଚମ୍ପିଆନ ଟିମକୁ ଟ୍ରଫି ପ୍ରଦାନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

November 17, 2025

ଭାରତ-ଆମେରିକା ମଧ୍ୟରେ ଏଲପିଜି ଚୁକ୍ତିନାମା

November 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.