Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିକ୍ଷା ଓ ଗବେଷଣା ସହଯୋଗ ପାଇଁ ଭାରତ-ଜାପାନ ବୁଝାମଣାପତ୍ର
ଆଜିର ଖବର

ଶିକ୍ଷା ଓ ଗବେଷଣା ସହଯୋଗ ପାଇଁ ଭାରତ-ଜାପାନ ବୁଝାମଣାପତ୍ର

April 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶିକ୍ଷା ଓ ଗବେଷଣା ସହଯୋଗ ପାଇଁ ଭାରତ-ଜାପାନ ବୁଝାମଣାପତ୍ର

ନୂଆଦିଲ୍ଲୀ, ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ସହଯୋଗ ତଥା ବିଶେଷଜ୍ଞ ବିନିମୟ ପାଇଁ ଭାରତ-ଜାପାନ ଚୁକ୍ତିକୁ କ୍ୟାବିନେଟ ଅନୁମୋଦନ କରିଛି । ୨୦୨୦ ନଭେମ୍ବରରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏ ସମ୍ପର୍କରେ ଆଲୋଚନା ଓ ସମୀକ୍ଷା ହୋଇଥିଲା। ପ୍ରଧାନମନ୍ତ୍ରୀ ଏହି ଚୁକ୍ତି ବାବଦରେ ଭଲଭାବେ ଅବଗତ ହେବା ପରେ ଏହାକୁ କ୍ୟାବିନେଟରେ ଅନୁମୋଦନ ମିଳିଛି ।

ଏହି ବୁଝାମଣାପତ୍ର ଅନୁସାରେ ଭାରତ ସରକାରଙ୍କ ମହାକାଶ ଗବେଷଣା ବିଭାଗ ଅଧୀନସ୍ଥ ଜାତୀୟ ବାୟୁମଣ୍ଡଳୀୟ ଗବେଷଣା ପ୍ରତିଷ୍ଠାନ(ନାର୍ଲ) ଏବଂ ଜାପାନର କ୍ୟୋଟ ବିଶ୍ୱବିଦ୍ୟାଳୟ ଅଧୀନ ସସ୍‌ଷ୍ଟେନେବୁଲ ହ୍ୟୁମାନସ୍ପିୟର ପ୍ରତିଷ୍ଠାନ ମଧ୍ୟରେ ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଛି ।

cabinet meeting
Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା : ଅଭିଯୁକ୍ତ ଗିରଫ

April 23, 2026
Latest News

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା : ଅଭିଯୁକ୍ତ ଗିରଫ

April 23, 2026

ଭୋଟ ଦେଉଛି ତାମିଲନାଡୁ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.