Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦: ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୫୦: ସୁସ୍ଥ ହେଲେ ୫୪ କରୋନା ଆକ୍ରାନ୍ତ

April 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୫୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୧୯୩ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୧୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୬୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

ଆକ୍ରାନ୍ତ ଚିହ୍ନଟ କରୋନା ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

‘ସିଜେପି ପ୍ରତିବାଦଠାରୁ ନିଜକୁ ଦୂରେଇ ରଖନ୍ତୁ”: ଯୁବପିଢ଼ିଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୌଲାନା

October 10, 2026
Latest News

କଲେଜ ନିର୍ବାଚନୀ ହିଂସା: ଅଣଛାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ଛୁରାମାଡ଼

October 10, 2026

“ଦିଲ୍ଲୀକୁ ଅସ୍ଥିର କରିବା ପାଇଁ ଷଡ଼ଯନ୍ତ୍ର”: CJP ପ୍ରତିବାଦ ଉପରେ ବିଜେପିର ଆକ୍ରମଣ

October 10, 2026

CJP ପ୍ରତିବାଦ: ମମତା ବାନାର୍ଜୀଙ୍କ ପରେ ଏବେ କେଜରିୱାଲ ମଧ୍ୟ ଅଟକ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

“ଗଣତନ୍ତ୍ରର ମରାମତି ପୁଣି ଥରେ ଆରମ୍ଭ ହେବ”: CJP ପ୍ରତିବାଦ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.