Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯେତେବେଳେ ଭାଗ୍ୟ ଖରାପ ପଡିବ ସେତେବେଳେ ଆପଣଙ୍କୁ କେହି ଅନାଇବେ ନାହିଁ
ଆଜିର ଖବର

ଯେତେବେଳେ ଭାଗ୍ୟ ଖରାପ ପଡିବ ସେତେବେଳେ ଆପଣଙ୍କୁ କେହି ଅନାଇବେ ନାହିଁ

April 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯ, ଜୀବନ କାଳ ମଧ୍ୟରେ ଯେତେବେଳେ ଭାଗ୍ୟ ଖରାପ ପଡେ ସେବେବେଳେ ସେହି ଅନାନ୍ତି ନାହିଁ। ସେମାନଙ୍କର ବ୍ୟବହାରରେ ମଧ୍ୟ ପରିବର୍ତ୍ତନ ହୋଇଯାଏ। ସେ ମାତ୍ର ଚାରୋଟି ଉଦାହରଣ ଦେଇ ଏହାର ବିସ୍ତୃତ ତଥ୍ୟ ଉପସ୍ଥାପନ କରିଛନ୍ତି।

1- ଧନହୀନ ପୁରୁଷକୁ ବେଶ୍ୟା- ଚାଣକ୍ୟ କହିଛନ୍ତି ଯେ, ଯେତେେବଳେ ପୁରୁଷଙ୍କଠାରୁ ପଇସା ସରିଯାଏ ସେତେବେଳେ ବେଶ୍ୟା ତାଙ୍କୁ ତ୍ୟାଗ କରିଥାଏ। ପଇସା ଥିବା ବେଳେ ସେ ପୁରା ନିଜର ହୋଇ ବାନ୍ଧି ରଖିବାକୁ ଚେଷ୍ଠା କରେ। ଉଦ୍ଦେଶ୍ୟ ହେଉଛି ସବୁ ପଇସା ମାରି ନେବା।

2-ଶକ୍ତିହୀନ ରାଜାକୁ ପ୍ରଜା- ସେହିପରି ଯେ ପର୍ଯ୍ୟନ୍ତ ରାଜା ଶକ୍ତିଶାଳୀ ଥିବେ ସେ ପର୍ଯ୍ୟନ୍ତ ପ୍ରଜା ତାଙ୍କୁ ଖାତିର କରି ରହିବେ। ହେଲେ ଯେତେବେଳ ରାଜା ଶକ୍ତିହୀନ ହେବେ ସେତେବେଳେ ସେହି ପ୍ରଜାମାନେ ଦୂରେଇ ଯିବେ। ଏପରିକି ହଇରାଣ କରିବାକୁ ମଧ୍ୟ ପଛେଇବେ ନାହିଁ।

3-ଫଳହୀନ ବୃକ୍ଷକୁ ପକ୍ଷୀ- ଯେ ପର୍ଯ୍ୟନ୍ତ ଗଛରେ ଫଳଫୁଲରେ ଭର୍ତ୍ତି ଥିବ, ସେ ପର୍ଯ୍ୟନ୍ତ ପକ୍ଷୀମାନଙ୍କର ଆଦର ସେହି ଗଛ ପ୍ରତି ରହିବ। ହେଲେ ଯେଉଁଦିନ ଗଛଟି ପତ୍ରଝଡା ଦେବ ସେତେବେଳେ ସେହି ଗଛରୁ ପକ୍ଷୀ ବାହାରି ଯାଇ ଅନ୍ୟଠି ବସା ବାନ୍ଧିବ।

4-ଭୋଜନ ପରେ ଅତିଥି ଗୃହସ୍ଥଙ୍କୁ ପରିତ୍ୟାଗ- ଯେତେବେଳେ ଘରକୁ ଅତିଥି ଆସନ୍ତି ସେତେବେଳେ ଗୃହସ୍ଥ ତାଙ୍କୁ ବିଭିନ୍ନ ସେବା କରି ଆତିଥ୍ୟ ପ୍ରଦାନ କରାଥାଏ। ସୁସ୍ବାଦୁ ଭୋଜନରେ ଆପାୟିତ କରିଥାଏ। ଭୋଜନ ସରିବା ପରେ ପରେ ଅତିଥି ଗୃହସ୍ଥଙ୍କୁ ପରିତ୍ୟାଗ କରି ଚାଲି ଯାଆନ୍ତି।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Latest News

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026

ଲକ୍ଷ୍ନୌରେ ଭୟଙ୍କର ଅଗ୍ନିକାଣ୍ଡ: ୧୪ ଲୋକଙ୍କ ମୃତ୍ୟୁ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.