Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଆଠ ଘଣ୍ଟା ପାଇଁ ଚିଲିକା ନିର୍ବାଚନମଣ୍ଡଳୀରେ ବନ୍ଦ ରହିବ ବିଦ୍ୟୁତ ସରବରାହ
ଆଜିର ଖବର

ଆସନ୍ତାକାଲି ଆଠ ଘଣ୍ଟା ପାଇଁ ଚିଲିକା ନିର୍ବାଚନମଣ୍ଡଳୀରେ ବନ୍ଦ ରହିବ ବିଦ୍ୟୁତ ସରବରାହ

April 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।
ଭୁବନେଶ୍ୱର ଓ କଟକରେ ବିଭିନ୍ନ ସ୍ଥାନରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ।

ସୀତାରାମ ଅଗ୍ରୱାଲ

ଚିଲିକା: ଆସନ୍ତାକାଲି ଚିଲିକା ନିର୍ବାଚନମଣ୍ଡଳୀରେ ଆଠ ଘଣ୍ଟା ପାଇଁ ବିଦ୍ୟୁତ ସରବରାହ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏନେଇ ଟି.ପି.ସି.ଓ.ଡି.ଏଲ ବାଲୁଗାଁ ଉପଖଣ୍ଡ ଅଧିକାରୀ ଟୁକୁନା ଦଳେଇ ସୂଚନା ଦେଇଛନ୍ତି। ନାଭାଲ ଗ୍ରୀଡ଼ର ରକ୍ଷଣାବେକ୍ଷଣ କାର୍ଯ୍ୟ ନିମନ୍ତେ ଆସନ୍ତାକାଲି ସକାଳ ୯ ଘଟିକାରୁ ଅପରାହ୍ନ ୫ ଘଟିକା ଯାଏଁ ବାଣପୁର, ବାଲୁଗାଁ ଏବଂ ଚିଲିକା ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ। ନାଭାଲ ଗ୍ରୀଡ଼ ଅଧୀନରେ ଆସୁଥିବା ସମସ୍ତ ବିଦ୍ୟୁତ ଉପଭୋକ୍ତା ମାନଙ୍କୁ ଏହି ପରିପ୍ରେକ୍ଷୀରେ ସହଯୋଗ କରିବାକୁ ନିବେଦନ କରିଛନ୍ତି ଉପଖଣ୍ଡ ଅଧିକାରୀ ଶ୍ରୀ ଦଳେଇ।

ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକର ସମସ୍ତ ଅଞ୍ଚଳ, ବାଣପୁର ଏନଏସି, ବାଲୁଗାଁ ଏନଏସିର ସମସ୍ତ ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି। ସେହିପରି ଚିଲିକା ବ୍ଲକ୍‌ର କେବଳ ସୋରଣ, କଳକଳେଶ୍ୱର ଏବଂ ଜରିପଡ଼ା ପଞ୍ଚାୟତ‌କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ରହିବ ବୋଲି ସୂଚନା ରହିଛି।

ଚିଲିକା ନିର୍ବାଚନମଣ୍ଡଳୀ ଟି.ପି.ସି.ଓ.ଡି.ଏଲ ବାଣପୁର ବାଲୁଗାଁ ବିଦ୍ୟୁତ ସରବରାହ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026
Latest News

ଆଜି ଏପ୍ରିଲ ୧୮ ତାରିଖ ଶନିବାରରେ ଛଅଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

April 18, 2026

ବଲାଙ୍ଗିରରେ ୧୮ରୁ ୨୧ ଯାଏଁ ସ୍କୁଲ, କଲେଜ ଛୁଟି

April 18, 2026

ଟଙ୍କାର ହିସାବ ଦେଇନପାରିବାରୁ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

April 17, 2026

ଗୁଳିମାଡ଼ରେ ଯୁବକ ମୃତ

April 17, 2026

ଅନୁଗୋଳ ମହୋତ୍ସବ-୨୦୨୬: ୫୫୯ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.