ଭୁବନେଶ୍ବର: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଜେଇଇ ମେନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଛି। ଯୁଗ୍ମ ପ୍ରବେଶିକା, ଜେଇଇ (ମେନ୍) କୁ ସ୍ଥଗିତ ରଖାଯାଇଛି। ଚଳିତ ମାସ ୨୭, ୨୮ ଏବଂ ୩୦ ତାରିଖରେ ଏହି ପରୀକ୍ଷା ହେବାର ଥିଲା। ତେବେ ପୁଣି ଏକ ନୂଆ ତାରିଖ ଖୁବ ଶୀଘ୍ର ଘୋଷଣା ହେବ। କରୋନା ସଂକ୍ରମଣ ଜେଇଇ ମେନ୍ ପରୀକ୍ଷା
‘ଭାରତ ଏବଂ ଆମେରିକା ମଧ୍ୟରେ ଖୁବ୍ଶୀଘ୍ର ମୁକ୍ତ ବାଣିଜ୍ୟ ଚୁକ୍ତିନାମା ହେବ’: ପୂର୍ବତନ ବୈଦେଶିକ ସଚିବAugust 27, 2025